-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ଓସ୍ତାଲି ଡ଼୍ୟାମ ରେ ପାର୍କ ନିର୍ମାଣ ପାଇଁ ଦାବି

29-Dec-2022



ପାଟଣାଗଡ଼ (ପୂର୍ଣା ଶଶି ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ଓ ସଇଁତଳା ବ୍ଳକ ର ମଧ୍ୟ ସ୍ଥଳୀ ରେ ଅବସ୍ଥାପିତ ଓସ୍ତାଲି ଡ଼୍ୟାମ ରେ ପାର୍କ ନିର୍ମାଣ ପାଇଁ ଆଜି ବିଡ଼ିଓ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଅନ୍ତର୍ଗତ ଧୁମାଭଟା ପଞ୍ଚାୟତ ର ଜଳିଆ ଗାଆଁ ରେ ଥିବା ଓସ୍ତାଲି ଡ଼୍ୟାମ ଏକ ମନୋରମ ସ୍ଥାନ। ଏଠାକୁ ଦୂର ଦୂରଦୂରାନ୍ତରୁ ଲୋକେ ବଣଭୋଜି କରିବାକୁ ଆସୁଛନ୍ତି। କିନ୍ତୁ ପ୍ରଶାସନିକ ଅଧିକାରୀ ଓ ରାଜନେତା ମାନଙ୍କ ଅବହେଳା ଯୋଗୁଁ ଓସ୍ତାଲି ଡ଼୍ୟାମ ର ବିକାଶ ହୋଇପାରୁନାହିଁ।ଗତ କିଛି ଦିନ ହେଲା ଏହାର ବିକାଶ ପାଇଁ ଅଞ୍ଚଳବାସୀ ଅନେକ ଆନ୍ଦୋଳନ ମଧ୍ୟ କରିଥିଲେ।କିଛି ମାତ୍ରାରେ ବିକାଶ ହେବାକୁ ଯାଉଥିବା ବେଳେ ସେଠାରେ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ପାର୍କ ନିର୍ମାଣ କରିବାକୁ ଦାବି ହେଉଛି। ଯାହା ଫଳରେ କି ପର୍ଯ୍ୟଟକ ମାନେ ସୌନ୍ଦର୍ଯ୍ୟ ତାର ଉପଭୋଗ କରିପାରିବେ। ଏଥି ନିମନ୍ତେ ଆଜି ବେଲପଡା ବିଡ଼ିଓ ଭିକ୍ଟୋର ସୋରେଙ୍ଗ କୁ କୋଶଳ ସଂଗ୍ରାମୀ ମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ଧୁମାଭଟା ସରପଞ୍ଚ ବନମାଳୀ ନାଏକ, ଅଚ୍ୟୁତ ସିପୁନ ଖମାରୀ, ଜନାର୍ଦ୍ଦନ ସିଂ, କୃଷ୍ଣ ଚନ୍ଦ୍ର ରାଉତ, ଚନ୍ଦ୍ରକାନ୍ତି ସେଠ, କୃତିବାସ ବୁଡେକ, ଗିରିଧାରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like