-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ବ୍ଲକ ସଭାଗୃହରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ

29-Dec-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ସଭାଗୃହରେ ପଂଚାୟତ ସମିତି ବୈଠକ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର କୁମାର ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଡ଼ିଓ ଆକାଶ ରଞ୍ଜନ ସାହୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଜିପିଓ କିଶୋର ଚନ୍ଦ୍ର ମାନସିଂହ l ଉକ୍ତ କାର୍ଯ୍ୟକ୍ରମରେ ବ୍ଲକର ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ସଭ୍ୟା ସଭ୍ୟ ମାନେ ଆଲୋଚନା କରିଥିଲେ l ବ୍ଲକର ଉନ୍ନତି ପାଇଁ ବାଲି ପଥର ମୋରମ ଆବଶ୍ୟକ, ହେଲେ ବର୍ଷକୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ତହସିଲ କାର୍ଯ୍ୟାଳୟ ରୟାଲଟି କାଟୁଛି l ରୟାଲଟି ଦେଉଥିଲେ ସୁଦ୍ଧା ଟ୍ରାକ୍ଟର ଗୁଡିକୁ ଧରି ଚାଲାଣ କଟାଯିବାରୁ ସଭ୍ୟାସଭ୍ୟ ଅସନ୍ତୋଷ ପ୍ରକାଶ କରି

ବିଡ଼ିଓଙ୍କୁ ଜଣାଇଛନ୍ତି l ଯୋଗାଣ ଅଧିକାରୀ ସୋମ୍ୟ ମହାନନ୍ଦ ପ୍ରକାଶ କରିଛନ୍ତି ଯେ ବ୍ଲକରେ ପିଡ଼ିଏସ ସହ ବିଭିନ୍ନ ଯୋଜନା ମାଧ୍ୟମରେ 85 ହଜାରରୁ ଅଧିକାଂଶ ଲୋକ ଉପକୃତ ହୋଇଛନ୍ତି l ଏହାସହ ସ୍କୁଲ ମାନଙ୍କରେ ଶିକ୍ଷକ ଅଭାବ ଯୋଗୁଁ ପାଠ ଉପରେ ପ୍ରଭାବ, ଖେଳ ଶିକ୍ଷକ ଅଭାବ ଯୋଗୁଁ କେତେକ ପଂଚାୟତରେ ଖେଳ ପ୍ରତିଯୋଗିତା ହୋଇନାହିଁ l ବ୍ଲକ ସ୍ତରୀୟ ଖେଳ ପ୍ରତିଯୋଗିତା ପାଇଁ ଜିପିଓ ଶ୍ରୀ ମାନସିଂହ କାର୍ଯ୍ୟରତ ଖେଳ ଶିକ୍ଷକଙ୍କୁ ଯୋଗାଯୋଗ କରିଥିଲେ ସୁଦ୍ଧା ଫଳପ୍ରଦ ହୋଇପାରି ନାହିଁ l ଉକ୍ତ ବୈଠକରେ ସଭ୍ୟାସଭ୍ୟଙ୍କ ସମେତ ଉପସ୍ଥିତ ଥିଲେ ଲୋଇସିଂହା ବ୍ଲକର ସମସ୍ତ ସରପଞ୍ଚ, ଜେ.ଇ, କେତେକ ବିଭାଗର ଅଧିକାରୀ ମାନ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like