-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ମହାନଗର

ଦଳର ଗୁମର ଖୋଲି ମୋର ଏ ଅବସ୍ଥାରେ, ଆଗକୁ ଆହୁରି ଅଛି ,ମୁଁ ଜଣେଇ ପାରୁନି,ଆମ ନିକଟରେ ଦେଲେ ସୂଚନା

04-Dec-2020



ଭୁବନେଶ୍ୱର,: ବିଜେଡିରୁ ନିଲମ୍ବିତ ବିଧାୟକ ପ୍ରଦୀପଙ୍କୁ  ଆଜି ଅଚାନକ ସନ୍ଧ୍ୟାରେ ଗରିଫ କରିଛି କ୍ରାଇମ ବ୍ରାଞ୍ଚ।  ଏହାପରେ ପ୍ରଦୀପଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟରେ କ୍ରାଇମ୍‌ବ୍ରାଞ୍ଚ ହାଜର କରାଇଥିଲା । ସେଠାରେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ପଠାଇ ଦିଆଯାଇଛି । ଏ ସମୟରେ ଆମ ନିକଟରେ ଦଳ ର ଗୁମର ଖୋଲିବାରୁ ମୋର ଏଇ ଅବସ୍ଥା ବୋଲି ଜଣାଇ ଆଗକୁ ଆଉ ବହୁତ କିଛି ଅଛି ମୁଁ ଜଣେଇ ପାରୁନି ବୋଲି କହିଛନ୍ତି। ପ୍ରଦୀପଙ୍କୁ ତାଙ୍କ ଭାବି ଜ୍ୱାଇଁ ଆକାଶ ପାଠକ ରହୁଥିବା ଭୁବନେଶ୍ୱର ସ୍ଥିତ ଝାଡ଼ପଡା ସ୍ୱତନ୍ତ୍ର ଜେଲକୁ ନିଆଯାଇଛି । ବିଧାୟକ ପ୍ରଦୀପ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡ଼ିତ ଦର୍ଶାଇବା ସହ ତାଙ୍କ ବ୍ୟକ୍ତିଗତ ଓକିଲ ପ୍ରଦୀପଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି । ସୂଚନା ମୁତାବକ ତାଙ୍କୁ ଝାଡ଼ପଡା ସ୍ୱତନ୍ତ୍ର କାରାଗାରରେ ରଖାଯିବାର ବ୍ୟବସ୍ଥା କରାଯାଇଛି । ତାଙ୍କ ପତ୍ନୀ ସୁଜାତା ରାତ୍ରି ପାଇଁ ଆବଶ୍ୟକୀୟ ସାମଗ୍ରୀ ମଧ୍ୟ ଆଣି ତାଙ୍କୁ ଭେଟିଛନ୍ତି ।
ଇଣ୍ଡିଆନ ପେନାଲ କୋର୍ଡର (IPC)ଦଫା  ୪୧୯/୪୨୦/୪୬୭/ ୪୬୮/୪୬୯/୪୭୧,୧୨୦-ବି ଦଫା ଲାଗିବା ସହ  ୬୬ସି, ୬୬ଡି ଆଇଟି ଆକ୍ଟ ତାଙ୍କ ବିରୋଧରେ ଲାଗୁ ହୋଇଛି । ତାଙ୍କ ବିରୁଦ୍ଧରେ ପର୍ଯ୍ୟାପ୍ତ  ପ୍ରମାଣ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଠ କରିଛି । ତେବେ ଶାସକ ଦଳ ବିଜେଡି ବିରୋଧରେ ସେ ଆଜି ମୁହଁ ଖୋଲି ଡାଲି ଦୁର୍ନୀତି ଏବଂ ଅନ୍ୟାନ୍ୟ ଦୁର୍ନୀତି ମାମଲାରେ ଗଣମାଧ୍ୟମକୁ ସୂଚନା ଦେଇଥିବା ଯୋଗୁଁ ଏଭଳି ଅଚାନକ ଗିରଫ କରାଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like