-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

କିଶୋରାବସ୍ଥାର ସ୍ବାସ୍ଥ୍ୟ ଓ ବିକାଶର ଅଧିକାର ସଂପର୍କରେ ଜ୍ଞାନ ଆଦାନ ପ୍ରଦାନ କର୍ମଶାଳା

29-Dec-2022



ବଲାଙ୍ଗୀର(ପ୍ରେରଣା ଖବର) ୱାଇ ସି ଡି ଏ ବାଉଁଶୁଣୀର ଆୟୋଜନରେ ତଥା ଅଜିମ ପ୍ରେମଜୀ ଫାଉଣ୍ଡେସନର ସହଯୋଗରେ କିଶୋରାବସ୍ଥାର ସ୍ବାସ୍ଥ୍ୟ ଓ ବିକାଶର ଅଧିକାର ସଂପର୍କରେ ଜ୍ଞାନ ଆଦାନ ପ୍ରଦାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।

ହୋଟେଲ ତ୍ରିବେଣୀର ସଭାକକ୍ଷରେ ଆୟୋଜିତ ଏହି କର୍ମଶାଳା ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥି ଭାବେ ମଂଚାସୀନ ହୋଇଥିଲେ ସହକାରୀ ଜିଲ୍ଲା ମଙ୍ଗଳ ଅଧିକାରୀ ଲଳିତ କୁମାର ଶବର, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ଅଧିକାରୀ ଲକ୍ଷ୍ମୀ ସିଂ,ଲୋଇସିଂହା ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ପ୍ରଜ୍ଞା ବାରିକ,ବୌଦ୍ଧ ଜିଲ୍ଲା ଜେଣ୍ଡର୍ ସଂଯୋଜିକା ରାଜଲକ୍ଷ୍ମୀ ପଣ୍ଡା, ବୌଦ୍ଧ ଜିଲ୍ଲାର ଆଦ୍ରିଜା  ସଂଯୋଜିକା ପ୍ରତିଜ୍ଞା ଦାସ ।
ଉତ୍କଳ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନ ବିଭାଗର ବିଭାଗୀୟ ମୁଖ୍ୟ ଡକ୍ଟର ଭାସ୍ବତୀ ପଟନାୟକ ଓ ଗବେଷଣା ସହକାରୀ

ଶ୍ରୀମନ୍ତ ଖୁଣ୍ଟିଆ ଏହି ପ୍ରକଳ୍ପ ସଂପର୍କରେ କାର୍ଯ୍ୟ ଅଗ୍ରଗତି ର ସୂଚନା ଦେଇ ଗତ ତିନି ବର୍ଷ ଭିତରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇ ୧୦୦ ଟି ଗ୍ରାମ,୩୧୯ଟି ଉଡାନ କ୍ଲବ ମାଧ୍ୟମରେ କିଶୋର କିଶୋରୀ ଛାତ୍ରଛାତ୍ରୀ, ସେମାନଙ୍କ ମାତାପିତା,ଶିକ୍ଷକ ତଥା ଗ୍ରାମବାସୀ ମାନଙ୍କୁ ସଚେତନ କରାଯାଇଥିଲା । ମାସିକ ଋତୁଚକ୍ର ସ୍ବାସ୍ଥ୍ୟ ଓ ଶରୀରର ପରିବର୍ତ୍ତନ ର ସୂଚନା ତଥା ସ୍ବାସ୍ଥ୍ୟ ର ଯତ୍ନ ସଂପର୍କରେ ତିନି ବର୍ଷର କାର୍ଯ୍ୟକ୍ରମ ପରେ ବହୁ ପରିବର୍ତ୍ତନ ଆସିଥିବା ତଥା କିଶୋର କିଶୋରୀ ମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ସଚେତନତା ବଢୁଥିବା ଓ ଏହା ଆହୁରି ଅଧିକ ବଢିବାରେ ସମ୍ଭାବନା ଉପରେ ସମସ୍ତେ ଗୁରୁତ୍ବ ଆରୋପ କରିଥିଲେ ।
ସୁରେଶ ପଧାନ କର୍ମଶାଳା ପରିଚାଳନା କରିଥିବା ବେଳେ ଆନନ୍ଦିନୀ ରଥ,ସୁବ୍ରତା ଜେନା ଓ ଆନିଗା ଥୋମାସ ଓ ଲିଜି  ମୋଲ  କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।ଅନ୍ୟ ସହଯୋଗୀ ସଂଗଠନ ଯଥା ପଲ୍ଲୀଆଲୋକ ପାଠାଗାର ସଂପାଦକ ପ୍ରଶାନ୍ତ କୁମାର ନାୟକ, କାର୍ଯ୍ୟକ୍ରମ ସଂଯୋଜକ ହୀରାଲାଲ ମିଶ୍ର, ପ୍ରଦୀପ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାର ବିଭିନ୍ନ ପଞ୍ଚାୟତ ରେ ଚାଲିଥିବା ଉଡାନ କ୍ଲବ ତରଫରୁ ୭୦ ରୁ ଅଧିକ ବାଳିକା,ଆଶା କର୍ମୀ, ଶିକ୍ଷକ  ଓ ଅଭିଭାବକ ମାନେ ଅଂଶଗ୍ରହଣ ଗ୍ରହଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like