-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଙ୍ଗନବୱାଡିକର୍ମୀଙ୍କ ବିକ୍ଷୋଭ

29-Dec-2022



ବୌଦ୍ଧ ଜିଲ୍ଲା ଅଙ୍ଗନୱାଡି ସଙ୍ଘପକ୍ଷରୁ ଆଠ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ  ସମ୍ମୁଖ ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏଥିରେ ସଙ୍ଘର ସଭାନେତ୍ରୀ ଶ୍ରୀମତୀ ଉର୍ମିଳା ମହାପାତ୍ର ତଥା ସମ୍ପାଦିକା ସତ୍ୟବତୀ ସାହୁଙ୍କ ନେତୃତ୍ବରେ ସଙ୍ଘର ସମସ୍ତ ସଦସ୍ୟା ଦାବୀ ସମ୍ବନ୍ଧୀୟ ବିଭିନ୍ନ ସ୍ଲୋଗାନ୍ ଦେଇଥିଲେ। (୧) ୨୦୧୮ ଆନ୍ଦୋଳନ କାଳରେ ବହିଷ୍କୃତ ୬ ଅଙ୍ଗନୱାଡି କର୍ମୀଙ୍କ ପୁନଃ ନିଯୁକ୍ତି, (୨) ଅଙ୍ଗନୱାଡି କର୍ମୀଙ୍କୁ ସରକାରୀ ମାନ୍ୟତା ପ୍ରଦାନ, (୩)ସରକାରୀ ମାନ୍ୟତା ପ୍ରଦାନ ପର୍ଯ୍ୟନ୍ତ କର୍ମୀଙ୍କୁ ୧୮ ହଜାର

ତଥା ସହାୟିକାଙ୍କୁ ୯ ହଜାର ଟଙ୍କା ପାଉଣା, (୪) ମିନି ଅଙ୍ଗନୱାଡି ଉଚ୍ଛେଦ କରି ପ୍ରକୃତ ଅଙ୍ଗନୱାଡି କର୍ମୀ ମାନ୍ୟତା ,(୫) ଅବସର କାଳୀନ ଭାବେ ୫ ଲକ୍ଷ ଟଙ୍କା  ସହିତ ୫ ହଜାର ଟଙ୍କା ପେନସନ୍ ପ୍ରଦାନ, (୬) ଚାକିରୀ ସମୟରେ ମ୍ରୃତ୍ୟୁ ହେଲେ ପରିବାର ସଦସ୍ଯଙ୍କୁ ଚାକିରୀ, (୭) ଗାଁ କଲ୍ୟାଣ ସମିତିରୁ ଅଙ୍ଗନୱାଡି କର୍ମୀଙ୍କୁ ବାଦ୍ ,(୮) ଇ-ପ୍ରାଇମେରୀ ଶିକ୍ଷୟିତ୍ରୀ  ମାନ୍ୟତା ଓ ବରିଷ୍ଠ କର୍ମୀଙ୍କୁ ସୁପର୍ଭାଇଜର୍ ପଦୋନ୍ନତି ଆଦି ଦାବି କରି ମାନନୀୟ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିମିତ୍ତ ଏକ ଦାବିପତ୍ର ପ୍ରଦାନ କରିଥିଲେ।

(ଜୟାନନ୍ଦ ମିଶ୍ର ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like