-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମାଁ ମାଉଁଳି କ୍ରିକେଟ ପ୍ରତିୋଗିତା ଉଦଯାପିତ

29-Dec-2022



ଧର୍ମଗଡ ( କ୍ରିଷ୍ଣା ଦାସ ନାଏକ ) ଧର୍ମଗଡ ବ୍ଲକ ତମ୍ବାଛଡ଼ା ଠାରେ ମା ମାଉଳି କ୍ରିକେଟ ପ୍ରତୀଯୋଗିତାର ଫାଇନାଲ ଖେଳ ଉଦଯାପିତ ହୋଇଯାଇଛି। ଏଥିରେ ଅଞ୍ଚଳର ୧୬ ଟି ଦଳ ଅଂଶଗ୍ରହଣ କରିଥିବାବେଳେ ଚିଚିଆ ଓ କୋଳିହାରୀ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା। ଚିଚିଆ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୨ ଓଭରରେ  ୯୨ ରନ କରିଥିଲା ଏହାର ଜବାବରେ କୁଳିହାରୀ ଦଳ ସମସ୍ତ ୱିକେଟ ହରାଇ ମାତ୍ର ୬୧ ରନ  କରିପାରି ଥିଲା l ଚିଚିଆ ଦଳ 31 ରନରେ ବିଜୟ ଲାଭ କରିଥିଲା l ବିଜୟୀ ଦଳ କୁ ନଗଦ କୋଡିଏ ହଜାର ଟଙ୍କାସହ ଟ୍ରଫି ଓ ଉପ ବିଜେତା ଦଳକୁ ନଗଦ ପନ୍ଦର ହାଜର ଟଙ୍କା ସହ ଟ୍ରଫି ଅତିଥି ମାନକ ଦ୍ଵାରା ପ୍ରଦାନ୍ କରଯାଇଥିଲା। କୁଲିହାରି ଏକାଦଶ ର ବିଜୟ ଙ୍କୁ ମେନ୍ ଅଫ ଦି ଟୁର୍ଣ୍ଣାମେଣ୍ଟରେ ଓ ଜୟନ୍ତ ଙ୍କୁ ମେନ ଅଫ ଦି ମ୍ୟାଚ ପାଇବାର ହକଦାର ବନିଥିଲେ।ବିଜୟ ସେନାପତି ଓ ଜିତେନ୍ଦ୍ର ଭୋଇ ଖେଳ ପରିଚନା କରିଥିଲେ। ଫାଇନାଲ ଖେଳରେ ମୂଖ୍ୟ ଅତିଥି ଭାବେ ଧର୍ମଗଡ଼ ୧ ନମ୍ବର ଜୋନ୍ର ଜିଲ୍ଲା ପରିଷଦ ସଭ୍ୟ ତଥା ସୋସିଆଲ ୱେଲଫେୟାର ଅର୍ଗାନାଇଯେସନ ଯେସନ୍ କଳାହାଣ୍ଡି ପରିବାରର ସଭାପତି  ଗୋପୀନାଥ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ  ସମ୍ମାନିତ ଅତିଥି ସମାଜସେବୀ ଘନଶ୍ୟାମ ଅଗ୍ରୱାଲ ,  ଗୋପୀନାଥ ପାଟ୍ଟଯୋଷୀ, ତମ୍ବାଛଡ଼ା ଡାକ ମାଷ୍ଟର ଚକ୍ରଧର ହରପାଳ , କାହ୍ନା ବାଗ, କଳାହାଣ୍ଡି ଜିଲ୍ଲାର  ବ୍ଲଡ଼ ମେନ୍ ନାମରେ ପରିଚିତ ତଥା ସୋସିଆଲ ୱେଲଫେୟାର ଅର୍ଗାନେଯେସନ୍ କଳାହାଣ୍ଡି ପରିବାର ର ପ୍ରତିଷ୍ଠାତା  ଉମାକାନ୍ତ ସୁନାନୀ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ମଞ୍ଚାସିନ ଥିଲେ। ମା ମାଉଳୀ କ୍ରିକେଟ କ୍ଲବ ର ଅଧ୍ୟକ୍ଷ ନନ୍ ସିଂ ଭକ୍ତ,ସଭାପତି ଅବନୀ ସେନାପତି, ଉପ ସଭାପତି ଦୁଷ୍ମନ୍ତ ଜାଲ,ସମ୍ପାଦକ ଉପେନ୍ଦ୍ର ସେନାପତି,ଯୁଗ୍ମ ସମ୍ପାଦକ ସୂର୍ୟଜ ଭୋଇ, କୋଷ ଧକ୍ଷ ମାନସ ନାଏକ,ସଭ୍ୟ ସୁଧାଂଶୁ ସେନାପତି,ଜୟନ୍ତ ସେନାପତି,ବୁଲୁ ସେନାପତି,ରୋହିତ ସେନାପତି, ଭୂପେଶ ସେନାପତି,ମୁକେଶ ଚଣ୍ଡୀ, ପ୍ରମୁଖ ଖେଳଟିକୁ ସଂପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like