-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମଣ୍ଡି ରେ ହେମାଳ ଥାଇ ଅନ୍ୟ ହେମାଳ ଲଗାଉଛି ମିଲର

29-Dec-2022



ବଲାଙ୍ଗିର (ପୁର୍ଣ୍ଣ ଶଶୀ ଶେଖର ରାଓ) ସର୍ବଭାରତୀୟ ସ୍ତରରେ ହେମାଳ ସଂଘ ର ଗୋଟିଏ ନିୟମ ଅଛି ଯେ ଯେଉଁ ସ୍ଥାନର ହେମାଳ ସେହି ସ୍ଥାନରେ ହେମାଲି କାମ କରିଥାନ୍ତି। ସେହି ଅଞ୍ଚଳର ଧାର୍ଯ୍ୟ ଦର ହିସାବରେ ତାଙ୍କୁ କୁଇଣ୍ଟାଲ ପିଛା ପାଉଣା ଦିଆଯାଇଥାଏ। କିନ୍ତୁ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକ ଭାଲୁ ମୁଣ୍ଡା ଧାନ ମଣ୍ଡି ଠାରେ ତାର ଓଲଟା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ୧୦ ବର୍ଷ ହେଲା ଏହି ମଣ୍ଡିରେ ଗାଁ ର କୁଲି ଖରା, ବର୍ଷା,ଶୀତକୁ ଖାତିରି ନକରି ନିଜର ପେଟପାଟଣା ପାଇଁ କାମ କରି ଆସୁଥିବା ବେଳେ ଚଳିତ ବର୍ଷ ଏହି ମଣ୍ଡିରେ କଣ୍ଟାବାଞ୍ଜି ଅଞ୍ଚଳର ତିନୋଟି ମିଲକୁ ଧାନ ନେବା ପାଇଁ ସୁଯୋଗ ମିଳିଛି। ତନ୍ମଧ୍ୟରୁ ଲିଲୁ ରାମ ରାଇସ ମିଲ ମାଲିକ ନିଜର ହେମାଳ ନେଇ ଧାନ ଲୋଡିଂ କରୁଥିବା ବେଳେ ଭାଲୁ ମୁଣ୍ଡା ର ହେମାଳ ମାନଙ୍କ ମନରେ ଅସନ୍ତୋଷ ଦେଖାଦେଇଛି।ହେମାଳ ମାନଙ୍କ କହିବା ଅନୁଯାୟୀ କୁଇଣ୍ଟାଲ ପ୍ରତି ୪:୫୦ ଟଙ୍କା ଦର ଥିବାବେଳେ ସେମାନଙ୍କୁ ସେତିକି ଦେଇପାରିବି ନାହିଁ କହି ନିଜ ହେମାଳ ପଠାଇ ଧାନ ଲୋଡିଂ କରୁଛନ୍ତି ଲିଲୁ ରାମ ରାଇସ ମିଲ ମାଲିକ। କିନ୍ତୁ ଆଉ ଦୁଇଟି ରାଇସ ମିଲ ମାଲିକ ସେହି ଦରରେ ପାଉଣା ଦେଉଛନ୍ତି ହେଲେ ଲିଲୁ ରାମ ରାଇସ ମିଲ ମାଲିକ କାହିଁକି ଦେଇପାରୁ ନାହାନ୍ତି କି ତାଙ୍କ ସହ ଆଲୋଚନା ନକରି ନିଜର ହେମାଳ ନେଇ ଧାନ ଲୋଡିଂ କରୁଛନ୍ତି। ଯଦି ଅନ୍ୟ ସ୍ଥାନର ହେମାଳ ମାନଙ୍କୁ ନେଇ କାମ କରାଇ ପାରିବେ ତାହେଲେ ସେମାନେ କଣ୍ଟାବାଞ୍ଜି ଆସି ହେମାଳ କାମ କରି ପାରିବେ ତ; ସେତେବେଳେ କଣ୍ଟାବାଞ୍ଜି ହେମାଳ ସଂଘ ସେମାନଙ୍କୁ ଅବରୋଧ କରିବେ ନାହିଁ ତ; ସେହି ଜଣକ ପାଇଁ ଆଜି ହେମାଳ ମାନେ କାମ ନକଲେ ଆଉ ଦୁଇଟି ରାଇସ ମିଲ ର ଅବସ୍ଥା କଣ ହେବ। ସେଥିପାଇଁ ଆଜି ସମ୍ପାଦକ ପାଖକୁ ଆସି ସେହି ଗାଁ ର ଦଶ ଜଣ ହେମାଳ ଅଭିଯୋଗ କରିଥିଲେ।

ଯଦି ମିଲର୍ସ ମାନେ ବାହାରୁ ହେମାଲ ଆଣିବେ ଓ ଆମ୍ଭର ପେଟରେ ଲାତ ମାରିବେ ତାହାହେଲେ ଆମେ ଏଠାରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବୁ  
ବୋଲି ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like