-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ମନୋରଞ୍ଜନ

ଭାରତୀୟ ଜନତା ପାର୍ଟି ବଲାଙ୍ଗୀର ଜିଲ୍ଲା ତରଫରୁ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ କାର୍ଯ୍ୟାଳୟ ଘେରାଓ

30-Dec-2022



ବଲାଙ୍ଗିର //ଜିଲ୍ଲାରେ ଥିବା ଧାନମଣ୍ଡିର ଅବ୍ୟବସ୍ଥା, କଟନୀ ଛଟନୀ ନାମରେ ଚାଷୀଙ୍କୁ ଶୋଷଣ ବିରୋଧ ରେ ତଥା ଅନୈତିକ କାମରେ ଲିପ୍ତ ଥିବା ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ବଦଳି ଦାବୀ କରି, ଯଥା-ସମସ୍ତ ମଣ୍ଡିରେ ଏଫ. ଏ. କ୍ୟୁ ଅଳରେ କରାଯାଉଥିବା କଟନୀ  ଛଟନୀକୁ ତୁରନ୍ତ ବନ୍ଦ କରାଯାଉ l ବସ୍ତା, ସୁତୁଲି ତଥା ଡାମ୍ଫ ର ଟଙ୍କା ଚାଷୀଙ୍କୁ ପ୍ରଦାନ କରାଯାଉ l ମଣ୍ଡି ମାନଙ୍କରେ ଆନୁସଙ୍ଗିକ ସୁବିଧା ସୁଯୋଗ ତିଆରି କରାଯାଉ l ଚାଷୀ ଙ୍କୁ ଶୋଷିତ

ହେବାକୁ ସୁଯୋଗ ସୃଷ୍ଟି କରାଯାଉଥିବା ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଙ୍କୁ ଅନ୍ୟତ୍ର ବଦଳି କରାଯାଉ l ଅନୈତିକ କାମ ରେ ଲିପ୍ତ ରହି ଚାଷୀଙ୍କ ସ୍ୱାର୍ଥରେ ବାଧା ସୃଷ୍ଟି କରୁଥିବା ମିଲ ମାଲିକ ଙ୍କୁ ଧାନ ସଂଗ୍ରହ କାର୍ଯ୍ୟରୁ ବାଦ ଦିଆ ଯାଉ lଏହି ଦାବୀ ଗୁଡିକ ତୁରନ୍ତ ପୂରଣ କରିବା ପାଇଁ ଭାରତୀୟ ଜନତା ପାର୍ଟି ତରଫରୁ ରୁ ଆନ୍ଦୋଳନ କରାଯାଇଥିଲା l ଏହି ଦାବୀ ପତ୍ର ବଲାଙ୍ଗୀର ଉପଜିଲ୍ଲାପାଳ ଗ୍ରହଣ କରିଥିଲେ ଏବଂ ଉପରୋକ୍ତ ଚାରୋଟି ଦାବୀ ଶୀଘ୍ର ପୂରଣ କରିବା ସହ ଜିଲ୍ଲା ଯୋଗାଣ ଅଧିକାରୀ ଙ୍କ ବଦଳି ପାଇଁ ସାତ ଦିନ ସମୟ ମାଗିଥିଲେ lଏହି ଆନ୍ଦୋଳନ ରେ ବଲାଙ୍ଗୀର ଭାଜପା ସଭାପତି ଶିବାଜୀ ମହାନ୍ତି ଙ୍କ ନେତୃତ୍ୱ ରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ପ୍ରଭାସ ପାଣିଗହୀ, ପଙ୍କଜିନୀ ପଣ୍ଡା ଦିନେଶ ଶର୍ମା, ଲଖଣ ବାଗ, ମାଧବ ସାଏ, ମୁକେଶ ଜୈନ, ଶିବଦତ୍ତ ମିଶ୍ର, ରାକେଶ

ମିଶ୍ର, ଅମିତ ସିଂନୀନ, ରାଜକିଶୋର ନାୟକ, ଦୀନବନ୍ଧୁ ବେହେରା, ଅକ୍ଷୟ ରଣା, ଅନିଲ ନାୟକ, ପିତାମ୍ବର ଖମାରୀ, ପ୍ରଶାନ୍ତ ଦଶ, ବନଶ୍ରୀ ଆଚାର୍ଯ୍ୟ, ରଞ୍ଜିତା ପାଣିଗ୍ରାହୀ, ରଶ୍ମିରେଖା ଦାନୀ , ଅନିତା ମିଶ୍ର, ସସ୍ମିତା ବେହେରା, ସୌଦାମିନୀ ମିଶ୍ର,, ରମା ପ୍ରଧାନ,ଅନିଲ ପାଣିଗ୍ରାହୀ, ବଡ଼ବାବୁ ସେଲମା, ପ୍ରବୀନ ଅଗ୍ରୱାଲ, ଅଜୟ ଶର୍ମା, ଟଙ୍କଧର ପ୍ରଧାନ, ଲଳିତ ଶର୍ମା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm