-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପୁରୁଷ ହକି ବିଶ୍ଵ କପ୍ ଟ୍ରଫି-୨୦୨୩ କୁ ନବରଙ୍ଗପୁର ଜିଲ୍ଲାରେ ଭବ୍ୟ ସ୍ଵାଗତ ପାଇଁ ଜିଲ୍ଲା ପ୍ରଶାସନ ର ପ୍ରସ୍ତୁତି

30-Dec-2022



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଓଡ଼ିଶା ଆନ୍ତର୍ଜାତିକ ହକି ମହା ସଂଘ ଦ୍ଵାରା  ଆୟୋଜିତ ପୁରୁଷ ହକି ବିଶ୍ଵ କପ୍ ୨୦୨୩ କଳିଙ୍ଗ ଷ୍ଟାଡିୟମ୍ ଭୁବନେଶ୍ୱର ଓ ଓଡ଼ିଶାର ହକିର ଏନ୍ତୁଡ଼ିଶାଳ ସୁନ୍ଦରଗଡ଼ ରେ ଆସନ୍ତା ଜାନୁଆରୀ ୧୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା  ଏବଂ ଭୁବନେଶ୍ୱର ରେ ମ୍ୟାଚ୍  ଖେଳାଯିବ। ଏହି ଅବସରରେ ହକି ବିଶ୍ଵ କପ୍ ଟ୍ରଫି ୨୦୨୩ ରାଜ୍ୟର ବିଭିନ୍ନ ଜିଲ୍ଲା ପରିକ୍ରମା କରି ଆସନ୍ତା ୩୧.୧୨ ୨୦୨୨ ରିଖରେ ନବରଙ୍ଗପୁର ଜିଲ୍ଲା ରେ ଆସି ପହଞ୍ଚିବ। ହକି ପୁରୁଷ ବିଶ୍ଵ କପ୍ ଟ୍ରଫି କୁ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଦ୍ବାରା ଭବ୍ୟ ସ୍ଵାଗତ ପାଇଁ ଆବଶ୍ୟକ ଆନୁଷଙ୍ଗିକ ସମସ୍ତ ପ୍ରସ୍ତୁତି ସମ୍ପର୍କରେ ଆଜି ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ସୂଚନା ଦେଇଥିଲେ। ଏଥି ନିମନ୍ତେ ତା ୦୧/୦୧/୨୦୨୩ ନୂଆ ବର୍ଷ ରେ ସକାଳ ୭ ଘଟିକର ରାଜା ଚୈତନ୍ୟ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ରେ ଜିଲ୍ଲାସ୍ତରୀୟ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି, କ୍ରୀଡାବିତ୍, ଗଣ ମାଧ୍ୟମର ପ୍ରତିନିଧି, ସାଂସ୍କୃତିକ ଦଳ ଙ୍କ ଉପସ୍ଥିତିରେ ଏକ ବିରାଟ ସାଂସ୍କୃତିକ ଶୋଭାଯାତ୍ରାରେ ବାହାରି ମାଝୀ ଗୁଡ଼ା ଛକ ପର୍ଯ୍ୟନ୍ତ ପରିକ୍ରମା କରାଯାଇ କଳାହାଣ୍ଡି ଜିଲ୍ଲା ପରିକ୍ରମା ନିମନ୍ତେ ବିଦାୟ ଦିଆଯିବ। ହକି ବିଶ୍ଵ କପ୍ ର ପ୍ରସାର ପ୍ରଚାର କରିବା ପାଇଁ ଜିଲ୍ଲାରେ ଗ୍ରାମ ପଞ୍ଚାୟତ ସ୍ତରରୁ, ବ୍ଲକ୍ ଏବଂ ଜିଲ୍ଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ସ୍ଥିର କରାଯାଇଛି। ତା ୧୫,୧୬,୧୭.୦୧.୨୦୨୩ ତିନି ଦିନ ପର୍ଯ୍ୟନ୍ତ ସର୍କିଟ ହାଉସ ପାଖ ପଡ଼ିଆରେ ଏକ ମିନି ପଲ୍ଲୀ ଶ୍ରୀ ମେଳା ଅନୁଷ୍ଠିତ ହେବ। ଏଥିରେ ପୁସ୍ତକ ମେଳା, କୃଷି ଯନ୍ତ୍ରପାତି, ମିନା ବଜାର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ, ଏବଂ ପ୍ରୋଜେକ୍ଟ ଟର ମାଧ୍ୟମରେ ହକି ଖେଳର ସିଧା ପ୍ରସାରଣ ଦେଖିବାର ବ୍ୟବସ୍ଥା କରାଯିବ। ଗ୍ରାମ ପଞ୍ଚାୟତ ସ୍ତରରେ ସଚେତନ ପାଇଁ ଗ୍ରାମ ସଭା ର ଆୟାଜନ ମଧ୍ୟ କରାଯିବ। ଏହାକୁ ଅଧିକ ପ୍ରସାର ପ୍ରଚାର କରିବା ପାଇଁ ଖବର ଦାତା ସମ୍ବିଲନୀ ରେ ଜିଲ୍ଲାପାଳ ଡକ୍ଟର ମିଶ୍ର ଆହ୍ବାନ ଦେଇଛନ୍ତି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇ ତ, ଜିଲ୍ଲା କ୍ରୀଡ଼ା ଅଧିକାରୀ ମହେନ୍ଦ୍ର କୁମାର ସାହୁ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ, ସମସ୍ତ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like