-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଭୀମଡୁଙ୍ଗୁରିରେ ବନ ସୁରକ୍ଷା ସମିତି ପକ୍ଷରୁ ବେଆଇନ୍ ଚାନ୍ଦା ଆଦାୟ !

30-Dec-2022



ଦେଓଗାଁ(ପ୍ରେରଣା  ଖବର) ପର୍ଯ୍ୟଟନସ୍ଥଳୀ ଘୋଷିତ ଦେଓଗାଁ ବ୍ଲକ୍ ମକୁନ୍ଦପୁର ପଞ୍ଚାୟତ ଓ ବଲାଙ୍ଗୀର ଡିଭିଜନର ବଲାଙ୍ଗୀର ରେଞ୍ଜ ଅନ୍ତର୍ଗତ ଭୀମଡୁଙ୍ଗୁରିକୁ ବଣଭୋଜି କରିବା ସହ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ଠାରୁ ସଫେଇ କରିବା ଆଳରେ ବେଆଇନ ଭାବରେ ଚାନ୍ଦା ଆଦାୟ କରାଯାଉଥିବା ଦେଖାଯାଇଛି ।

କେତେକ ଗ୍ରାମୀଣ ଯୁବକ ଭୀମଡୁଙ୍ଗୁରି ବନସୁରକ୍ଷା ସମିତିର ପରିଚୟ ଦେଇ ଗୋଟିଏ ଖାତା ଓ କଲମ ଧରି ବଣଭୋଜି କରୁଥିବା ପରିବାର ବା ଦଳଠାରୁ ୧୦୦ ଟଙ୍କା ଲେଖାଏଁ ମାଗୁଛନ୍ତି । ଆଜି ଅପରାହ୍ନରେ ସେମାନେ ବୁଲି ବୁଲି ଚାନ୍ଦା ମାଗୁଥିବା ଓ ପଚାରିବାରୁ ଆଜିଠାରୁ ଆମେ ଏହା ଆରମ୍ଭ କରିଛୁଁ ଓ ଏଥିପାଇଁ ରସିଦ୍ ଛପାଯାଇନାହିଁ , ପରେ ଛପାଯିବ ଇତ୍ୟାଦି କହି , ଏହି ପର୍ଯ୍ୟଟନ କ୍ଷେତ୍ରଟିର ଶ୍ରେୟ ନେଇଥିବା ବିଧାୟକ ନରସିଂହ ମିଶ୍ର ' ଏହା ଜାଣନ୍ତି କି ? ' ବୋଲି ତାଙ୍କ ନାଁ' ଧରିବାରୁ ' ଦେଲେ ଦିଅ , ନଦେଲେ ନାଇଁ ' କହି ଚାଲିଯାଇଥିଲେ । 

ଅନ୍ୟ ପକ୍ଷରେ ରାସ୍ତାପାର୍ଶ୍ବରେ ଥିବା ଏହି ଭୀମଡୁଙ୍ଗୁରି ପାହାଡର ବଢେନ୍ ଜଙ୍ଗଲରୁ ବେଆଇନ ଗଛକଟା ପ୍ରତି ଉକ୍ତ ବନ ସୁରକ୍ଷା ସମିତିର କୌଣସି ଦୃଷ୍ଟି ନଥିବା ଦେଖାଯାଇଛି  । ପ୍ରଦତ୍ତ ଫଟୋରେ ଏହା ଜଳ ଜଳ ହେଇ ଦିଶୁଛି । ତେବେ ନୂଆବର୍ଷ ଆସୁଥିବାରୁ ଏଠାରେ ଶତାଧିକ ସଂଖ୍ୟାରେ ପର୍ଯ୍ଯଟକ ଓ ବଣଭୋଜି କରିବାକୁ ଲୋକେ ସପରିବାର ଆସୁଥିବାରୁ ସ୍ଥାନୀୟ ଗ୍ରାମର ବନ ସୁରକ୍ଷା ସମିତି ନାଁ'  ଏଭଳି ବେଆଇନ ଚାନ୍ଦାଆଦାୟ କେଉଁ ପାଣ୍ଠିରେ ଜମା କରାଯାଉଛି , ବଲାଙ୍ଗୀର ବନବିଭାଗ , ପର୍ଯ୍ୟଟନ ବିଭାଗ ଓ ପ୍ରଶାସନର ଦୃଷ୍ଟିଆକର୍ଷଣ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like