-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ମହାବିଦ୍ୟାଳୟ ଆନୁକୂଲ୍ୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

31-Dec-2022



ଲୋଇସିଂହ☺️?(ବିନୋଦ କୁମାର ଦୀପ) ଲୋଇସିଂହା ମହାବିଦ୍ୟାଳୟ ଆନୁକୂଲ୍ୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l କଲେଜର କ୍ରୀଡା ଶିକ୍ଷକ ପ୍ରଦୀପ ବଗର୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ମୁଖ୍ୟଅତିଥି ଭାବେ କଲେଜ ଅଧ୍ୟକ୍ଷ ଉପସ୍ଥିତ ରହି ଖେଳାଳିଙ୍କୁ ଉତ୍ସାହିତ କରିଥିଲେ l ସ୍ଥାନୀୟ ବଡ଼ଦେଓ ପୀଠରୁ ଛାତ୍ରମାନେ ଏକ ଶୋଭାରେ ମଶାଲ ଧରି ଖେଳ ପଡିଆରେ ପ୍ରତିଷ୍ଠା କରିଥିଲେ l +'୨ ଓ +୩ର ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରାୟ 48ଟି

ଇଭେଣ୍ଟରେ  ପ୍ରତିଯୋଗିତା  ୨ଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା l ଖେଳ ଶେଷରେ ସିନିଅର ବିଭାଗରୁ ବାଳିକା ଅଞ୍ଜଳି ମିର୍ଧା ଚମ୍ପିୟାନ ହୋଇଥିବା ବେଳେ ବାଳକ ବିଭାଗର ସଂଜୀବ କୁମାର ନାଦ ସେହିପରି ଜୁନିଅର ବିଭାଗର ଚମ୍ପିୟାନ ହୋଇଥିଲେ  ଉପେନ୍ଦ୍ର ଦଳପତି l ଏହି କାର୍ଯ୍ୟକ୍ରମରେ ସନ୍ତୋଷ ଦାସ, ସୁନିତା ହୋତା, ପ୍ରମୋଦ ସାହୁ, ଜଗନ୍ନାଥ ମହାପାତ୍ର, ଅନିତା ହୋତା ଶାନ୍ତିପ୍ରିୟା ହୋତାଙ୍କ ସହ କଲେଜର ଅନ୍ୟାନ୍ୟ କର୍ମଚାରୀମାନ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like