-+91-9937148622 |
prerana_bgr@rediffmail.com |
Tuesday 11th August 2026 |
R.N.I. Regd No. ODIODI/2010/46693
Breaking News
04-Dec-2020
ସୁନ୍ଦରଗଡ : ସୁନ୍ଦରଗଡ ଜିଲା କୋଇଡା ଥାନା ଅନ୍ତର୍ଗତ ପୋଡାଡ଼ିହି ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି। ଘରୋଇ କଳିରୁ ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହକରାଯାଉଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖାଯିବା ସହ ଘଟଣାରେ ବ୍ୟବହୃତ ଟାଙ୍ଗିଆ ମଧ୍ୟ ଜବତ ହୋଇଥିବା ନେଇ ସୂଚନା ମିଳିଛି।