-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଶହୀଦ ବିହାର କୁଦୋପାଲି ରେ ଶହୀଦ ସଂଗ୍ରହାଲୟ ନିର୍ମାଣ ଦାବି

31-Dec-2022



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
୧୮୫୭ କ୍ରାନ୍ତିର ମୁକସାକ୍ଷୀ ସମ୍ବଲପୁର କୁଦୋପାଲି ଘାଟିରେ ଗୋଟିଏ ଦିନରେ ୫୩ ଜଣ ଇଂରେଜ ଗୁଲିରେ ଶହିଦ ହେବା ସହ ୫ ଜଣ ଫାଶିଖୁଣ୍ଟରେ ଝୁଲିବା ଇତିହାସରେ ବିରଲ ଘଟଣା।ବୀର ସୁରେନ୍ଦ୍ର ସାଏଂକ ଗରିଲା ଯୁଦ୍ଧର ଏକ ପ୍ରମୁଖ ଘାଟୀ ଭାବରେ ସମ୍ବଲପୁର ରୁ ମାତ୍ର ଆଠ କିମି ଦୁରରେ ବର୍ତ୍ତମାନ ସମ୍ବଲପୁର ମହାନଗର ନିଗମ ଅଧିନରେ ରହିଥିବା କୁଦୋପାଲି ଘାଟିରେ ଡିସେମ୍ବର ୩୦ ତାରିଖ ୧୮୫୭ ମସିହାରେ ଇଂରେଜମାନେ ଅତର୍କିତ ଆକ୍ରମଣ କରିଥିଲେ। କୁଦୋପାଲି ଘାଟି ଦାଯିତ୍ବ ରେ ରହିଥିବା ବୀର ସୁରେନ୍ଦ୍ର ସାଏଂକ ପଂଚମ ଭାଇ ଛବିଲ ସାଏଂକ ସହ ୫୩ ଜଣ ସେହି ଆକ୍ରମଣ ରେ ପ୍ରାଣ ହରାଇ ଥିଲେ। ଧରାପଡ଼ି ଛବିଲ ସାଏଂକ ସହଯୋଗୀ ଚାରିଜଣଂକ ସହ ବିଦ୍ରୋହୀମାନଙ୍କୁ ସହଯୋଗ କରିଥିବା ଜଣେ ଇଂରେଜ ସୈନ୍ଯ କୁ ମଧ୍ଯ ଫାଶି ହୋଇଥିଲା।କୁଦୋପାଲି ଗାଁର ବାଲକି ଗଣ୍ଡା, ବାଲ ମୁକୁନ୍ଦ କନ୍ଧ,ଚୁନ୍ଦି କୁଡା, ବୁଧୁ ଗଣ୍ଡା, ହାଡୁଗଣ୍ଡା ପ୍ରମୁଖ ସଂଗ୍ରାମୀ ସେହିଦିନ ଇଂରେଜ ଗୁଲିରେ ପ୍ରାଣ ହରାଇଥିଲେ। ରକ୍ତ ରଂଜିତ ସେହି କୁଦୋପାଲି ଘାଟିକୁ ବିଭିନ୍ନ ପ୍ରମୁଖ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଆସିଛନ୍ତି । ଶହୀଦ ମାନଂକ ସ୍ମୁତିର ସୁରକ୍ଷା ନେଇ ସେଭଲି ବ୍ୟବସ୍ଥା କରାଯାଇ ପାରି ନାହିଁ। ଆଜି କୁଦୋପାଲି ଗାଁରେ ପଶ୍ଚିମାଞ୍ଚଳ ଏକତା ମଂଚ ତରଫରୁ ଆୟେଜିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ରେ ଏହାକୁ ନେଇ ଆଲୋଚନା କରାଯାଇଥିଲା।ପ୍ରଦ୍ୟୁମ୍ନ ସେଠଂକର  ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ୧୯୮୬ ମସିହାରେ ପ୍ରତିଷ୍ଠା ହୋଇଥିବା ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀ ଅଭାବ ଦର୍ଶାଇ ବନ୍ଦ କରି ଦିଆଯିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଗ୍ରାମବାସୀ ସ୍କୁଲକୁ ପୁଣି ଖୋଲିବା ପାଇଁ ଦାବି କରାଯାଇ ଥିଲା।ଯଦି କୌଣସି କାରଣବସତ ସ୍କୁଲ ଖୋଲା ନଗଲେ ସେଠାରେ ସଂଗ୍ରହାଲୟ ସ୍ଥାପନ କରାଯାଇ ଅଂଚଲର ଇତିହାସ କୁ ସ୍ଥାନିତ କରିବା ପାଇଁ ବୈଠକ ରେ ମତ ପ୍ରକାଶ ପାଇଥିଲା। ପଶ୍ଚିମାଞ୍ଚଲ ଏକତା ମଂଚର  ଆବାହକ ଭବାନୀଶ ଭୋଇଂକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଲେ ପ୍ରଫୁଲ ଭୋଇ ଧନ୍ଯବାଦ ଅର୍ପଣ କରିଥିଲେ। ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ରେ ତ୍ରୀଲୋଚନ ମହାନନ୍ଦ,ତରଣୀ ସେଠ,ସୁଦାମ ସେଠ,ରାମ ସାଗର ସାହୁ, କାନ୍ତି ମେହେର, ପଂକଜିନୀ ମେହେର, ସଂଜୀବ ମିଶ୍ର,ବିଜୟ ସେଠ, ଆଦିତ୍ୟ ବାରିକ, ସଚିଦାନନ୍ଦ ବାରିକ, ଅରୁଣ ସେଠ, ଉପେନ୍ଦ୍ର ସେଠ, ଅଭିଷେକ ମହାରଣା ରାଧିକା ସେଠ,ବୀଣାପାଣି, ଶାନ୍ତିଲତା ତାଣ୍ଡି , ପ୍ରେମଶିଳା ବାରିକ, ପ୍ରମୁଖ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like