-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ପଶ୍ଚିମ ଓଡ଼ିଶା ହାଇକୋର୍ଟ ବେଞ୍ଚ ଦାବିରୁ ଓହରିବ ଓକିଲ ସଂଘ

31-Dec-2022



ଝାରସୁଗୁଡ଼ା (ପ୍ରେରଣା ଖବର ବ୍ୟୁରୋ) ପଶ୍ଚିମ ଓଡ଼ିଶା ହାଇକୋର୍ଟ ବେଞ୍ଚ ଦାବିରୁ ଓହରିବ ଓକିଲ ସଂଘ। ଏପରି ଏକ ପ୍ରସ୍ତାବ ଦୁଇ ଦିନ ତଳେ ଝାରସୁଗୁଡା ଜିଲ୍ଲାରେ ଓକିଲଙ୍କ ବୈଠକରେ ନିଷ୍ପତ୍ତି ହୋଇଛି। ଡିସେମ୍ବର ୧୨ରୁ ୨୯ ଜଣ ଓକିଲ ଗିରଫ ହୋଇ ଜେଲରେ ଅଛନ୍ତି। ସେମାନଙ୍କ ଜାମିନ ପ୍ରସଙ୍ଗରେ ଆଲୋଚନା ପାଇଁ ଏକତ୍ରିତ ହୋଇଥିଲେ ପଶ୍ଚିମ ଓଡିଶାର ୩୭ ଟି ବାର ଓକିଲ। ଏହି ବୈଠକରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରୁ ଓହରିବାକୁ ପ୍ରସ୍ତାବ ଦିଆଯାଇଥିବା ସୂଚନା ରହିଛି।

  ଝାରସୁଗୁଡା ଜିଲ୍ଲା ବାର ସଭାପତି ତ୍ରିଲୋଚନ ତ୍ରିନାଥ ଗୋଲ୍ କହିଛନ୍ତି, ଓକିଲ ମାନେ ଜେଲରେ ଅଛନ୍ତି । ସେମାନେ କିଭଳି ଜାମିନରେ ମୁକୁଳିବେ ସେ ନେଇ ଆଲୋଚନା ହୋଇଛି। ଦୀର୍ଘ ଦିନ ହେବ ଓକିଲ ମାନେ ଜେଲରେ ଥିବା ସମ୍ବଲପୁର ଜେଲରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସମ୍ବଲପୁର ବାରରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର କରିବାକୁ ଆବଶ୍ୟକ ହେଲେ ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ଆନ୍ଦୋଳନରୁ ଓକିଲ ମାନେ ଓହରିବାକୁ ପ୍ରସ୍ତୁତ। କିନ୍ତୁ ଏହି ପ୍ରସଙ୍ଗରେ ଶେଷ ନିଷ୍ପତ୍ତି କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ନେବାକୁ ପ୍ରସ୍ତାବ ଦିଆଯାଇଛି।

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଶୁଣାଣି କରି କହିଥିଲେ। ହେଲେ ନିଜ ଜିଦରେ ଅଟଳ ରହି ପଶ୍ଚିମ ଓଡ଼ିଶାର ଓକିଲ ମାନେ ପ୍ରତି ବୁଧବାର କୋର୍ଟ ଆଗରେ ପ୍ରତିବାଦ କରୁଥିଲେ। ପରେ ଏହା ହିଂସାରେ ପରିଣତ ହୋଇଥିଲା। କୋର୍ଟ କାର୍ଯ୍ୟାଳୟ ଭଙ୍ଗାରୁଜା ଘଟଣାରେ ପରେ ୨୯ ଓକିଲ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ସମସ୍ତ ଓକିଲ ସମ୍ବଲପୁରର ରହିଛନ୍ତି। ସେହିପରି ଅନେକଙ୍କ ଲାଇସେନ୍ସ ରଦ୍ଦ ହୋଇଛି।

୨୯ ଜଣ ଓକିଲଙ୍କ ଜାମିନ ପ୍ରସଙ୍ଗରେ ଆଲୋଚନା ପାଇଁ ଗୁରୁବାର ୩୭ଟି ବାର ଓକିଲ ଏକାଠି ହୋଇଥିଲେ। ଝାରସୁଗୁଡା ଜିଲ୍ଲା ଓକିଲ ସଂଘ କାର୍ଯ୍ୟାଳୟରେ ସକାଳ ୧୦ଟାରୁ ଆରମ୍ଭ ହୋଇଥିଲା ଏହି ବୈଠକ। ପ୍ରାୟ ୪ ଘଣ୍ଟା ବୈଠକ ଚାଲିବା ପରେ ଶେଷ ହୋଇଥିଲା।ଏହି ବୈଠକରେ ସାମିଲ ହୋଇଥିଲେ ସମ୍ବଲପୁର, ସୁନ୍ଦରଗଡ ଝାରସୁଗୁଡା ସମେତ ବରଗଡ ଓ ଅନ୍ୟ ଜିଲ୍ଲାର ଓକିଲ। ଆଲୋଚନା ସମୟରେ ସମ୍ବଲପୁର ଓକିଲଙ୍କ ଜାମିନ ପାଇଁ ଆବଶ୍ୟକ ପଡ଼ିଲେ ଉପର କୋର୍ଟର ଆଶ୍ରୟ ନିଆଯିବ ଓ ସାମୂହିକ ଭାବେ ସମସ୍ତଙ୍କ ସମର୍ଥନ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like