-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ମହାବୀର ଯୁବକ ସଂଘ ଆନୁକୁଲ୍ୟରେ ଫୁଟବଲ ଟୁରଣାମେଣ୍ଟ

31-Dec-2022



ଫୁଲବାଣୀ (ଅନନ୍ତ କହଁରଙ୍କ ରିପୋର୍ଟ (29 ତମ ମହାବୀର ଯୁବକ ସଂଘ ବୁଡ଼ାଦନି ଆନୁକୁଲ୍ୟରେ ଫୁଟବଲ ଟୁରଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଆଠ ଦିନ ଧରି ଚାଲିଥିବା ଟୁର୍ଣ୍ଣାମେଣ୍ଟ  ଗତକାଲି ଉଦଯାପିତ ହୋଇଯାଇଛି ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟା ସୁଶ୍ରୀ ଚନ୍ଦ୍ରମା ମଳିକ ଯୋଗଦେଇଥିଲେ ଏବଂ ସମ୍ମାନିତ ଅତିଥି ଭାବେ ଫୁଲବାଣୀ ବ୍ଲକ ବି ଜେ ଡି ସଭାପତି ବାଳକୃଷ୍ଣ ସାହୁ, ବ୍ଲକ ଅଧ୍ୟକ୍ଷା ସସ୍ମିତା କହଁର, ତୁଡ଼ିପାଯୁ ସରପଞ୍ଚ କୌଶଲ୍ୟା କହଁର, ସମିତି ସଭ୍ୟ ନିର୍ମଳା ଜାନି ରିଜର୍ଭ ଆର ଆଇ ଧର୍ମେନ୍ଦ୍ର ପ୍ରଧାନ, ଶଙ୍କର ବେହେରା ସାମ୍ବାଦିକ ଅନନ୍ତ କହଁର ଯୋଗଦେଇଥିଲେ ଏଥିରେ ଦୁଇଟି ଦଳ ଉତିରନ ହୋଇଥିଲେ ଗୁଟିଙ୍ଗିଆ ଭର୍ସେସ କନ୍ଧମାଳ ପୋଲିସ ଏକ ଘଣ୍ଟା ଧରି ଖେଳ ଚାଲିଥିବା ସମୟରେ ସରିବାକୁ ପାଞ୍ଚ ମିନିଟ ଥିବା ସମୟରେ ଗୁତିଙ୍ଗିଆ ଦଳ କନ୍ଧମାଳ ପୋଲିସ କୁ ଗୋଟିଏ ଗୋଲ ଦେଇଥିଲେ କିନ୍ତୁ ଦୁଇମିନିଟ ଭିତରେ ପୋଲିସ ଟିମ୍ ପେନାଲ୍ଟିକ୍ ର ସୁଯୋଗ ପାଇଥିଲେ ଓ ଗୋଲରେ ପରିଣତ ହୋଇଯାଇଥିଲା ଏବଂ ଖେଳ ଶେଷରେ ଉଭୟ ଦଳ ବରାବର ରହିବାର ଦେଖିବାକୁ

ମିଳିଲା ଶେଷରେ ପେନାଲ୍ଟିକ ର ଆଶ୍ରୟ ନିଆଗଲା ଏଥିରେ ପୋଲିସ ଦଳ ଚାରିଟା ଗୋଲ ଦେଇଥିବା ବେଳେ ଗୁଟୀଙ୍ଗିଆ ଦଳ ଗୋଟିଏ ଗୋଲ କରିପାରିଥିଲା ଏବଂ ଶେଷରେ ରେଫରି ପୋଲିସ ଦଳ କୁ ବିଯୋଇ ଘୋଷିତ କରିଥିଲେ ଓ ପୋଲିସ ଦଳ ଚାମ୍ପିଅନ ହୋଇଥିଲେ ଏଥିରେ ମୁଖ୍ୟ ରେଫୋରି ଭାବେ ଶ୍ୟାମସୁନ୍ଦର ସାହା ଓ ତାକୁ ସହଯୋଗ କରିଥିଲେ ସ୍ଵପ୍ନେଶ୍ଵର କହଁର ଜୟଶଙ୍କର କହଁର  ଓ ଜଗନ୍ନାଥ କହଁର l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like