-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଦେଶ ବିଦେଶ

ଆଜି ନୌସେନା ଦିବସ, ଯବାନଙ୍କୁ ଶୁଭେଚ୍ଛା ଜଣାଇଲେ ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

04-Dec-2020



(ପ୍ରେରଣା ଖବର)  ନୂଆଦିଲ୍ଲୀ: ଆଜି ହେଉଛି ନୌସେନା ଦିବସ। ପ୍ରତିବର୍ଷ ଡିସେମ୍ବର ୪ ତାରିଖରେ ବୀର ଯବାନମାନଙ୍କ ସ୍ମୃତିରେ ଏହି ଦିବସ ପାଳନ କରାଯାଇଆସୁଛି। ଏହି ଅବସରରେ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦେଶର ଯବାନମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କୁ ସଲାମ ଜଣାଇଛନ୍ତି।ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଯବାନଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ‘ଜଳର ଦେବତା ଆମ ପାଇଁ ଶୁଭ ହୁଅନ୍ତୁ। ନୌସେନା ଦିବସ ଅବସରରେ ଭାରତର ସାମୁଦ୍ରିକ ସୀମାରେ ସଜାଗ ଥିବା ପ୍ରହରୀମାନଙ୍କ ବୀରତାକୁ ପ୍ରଣାମ। ସେମାନଙ୍କ ପରିବାରର ଧୈର୍ଯ୍ୟକୁ ପ୍ରଣାମ ! ରାଷ୍ଟ୍ରର ସୁରକ୍ଷା ଏବଂ ସେବାରେ ଆପଣମାନଙ୍କ ଅଦମ୍ୟ ସାହସ ଓ ସମର୍ପଣ ଉପରେ ଦେଶ ସର୍ବଦା ବିଶ୍ଵାସ କରୁଛି, ଆପଣମାନଙ୍କୁ ନେଇ ଗର୍ବ କରୁଛି। ଜୟ ହିନ୍ଦ !ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ବିଟ୍‌ କରି କହିଛନ୍ତି, ‘ଆମର ସବୁ ବାହାଦୁର ନୌସେନା କର୍ମଚାରୀ ଏବଂ ସେମାନଙ୍କ ପରିବାରଙ୍କୁ ନୌସେନା ଦିବସର ଶୁଭକାମନା। ଭାରତୀୟ ନୌସେନା ନିଭୟ ହୋଇ ଆମର ତଟର ରକ୍ଷା କରୁଛି ଏବଂ ଆବଶ୍ୟକ ସମୟରେ ମାନବିକ ସହାୟତା ବି ପ୍ରଦାନ କରୁଛି। ଆମକୁ ଶତାବ୍ଦୀ ଧରି ଭାରତ ସମୃଦ୍ଧ ସାମୁଦ୍ରିକ ପରମ୍ପରା ବି ସ୍ମରଣ ରହିଛି।ଗୃହମନ୍ତ୍ରୀ ଅମିତ ଶାହ ବୀର ସୈନିକମାନଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ‘ନୌସେନା ଦିବସରେ ମୁଁ ଭାରତୀୟ ନୌସେନାର ସମସ୍ତ ସାହସୀ କର୍ମଚାରୀ ଏବଂ ସେମାନଙ୍କ ପରିବାରଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଉଛି। ଭାରତର ସାମୁଦ୍ରିକ ସୀମାକୁ ରକ୍ଷା କରିବାରେ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରାଷ୍ଟ୍ରର ସେବା କରିବାର ଅତୁଟ ପ୍ରତିବଦ୍ଧତା ପାଇଁ ଆମର ଦୁର୍ଜେୟ ନୀଳ ଜଳରାଶିର ସେନା ଉପରେ ଗର୍ବ କରୁଛି।ଅନ୍ୟପଟେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି, ଭାରତୀୟ ନୌସେନା ଦିବସ ୨୦୨୦ ଅବସରରେ ଏହି ଉତ୍କୃଷ୍ଟ ବଳର ସମସ୍ତ କର୍ମଚାରୀଙ୍କୁ ମୋର ଶୁଭେଚ୍ଛା। ସାମୁଦ୍ରିକ ସୁରକ୍ଷା ସୁନିଶ୍ଚିତ କରି ଆମ ସମୁଦ୍ରକୁ ସୁରକ୍ଷିତ ରଖିବାରେ ଭାରତୀୟ ନୌସେନା ସର୍ବାଗ୍ରେ ରହିଛି। ମୁଁ ସେମାନଙ୍କ ବୀରତା, ସାହସକୁ ସଲାମ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like