-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||     

HOME   ଜିଲ୍ଲା

ବିନିକା କଂସାରି ସମାଜ,ପୁଣି ସୀତାରାମ ହେଲେ ସଭାପତି ।

31-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା କଂସାରୀ ସମାଜର ବାର୍ଷିକ ସଭା ସ୍ଥାନୀୟ ଦଧିବାମନ ମନ୍ଦିର ସମ୍ଭୂଖରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ସମାଜର ସମସ୍ତ କର୍ମକର୍ତ୍ତା ଓ ସମାଜ ଭାଇ ଭଉଣୀ ଯୋଗଦେଇ ପୁରୁଣା ୨୦୨୨ବର୍ଷରେ ଘଟି ଥିବା ଶ୍ରୁତି ଅନୁଭୂତି ଉପରେ ମନ୍ତବ୍ୟ ପ୍ରଦାନ କରିବା ସହ ଆସନ୍ତାକାଲି ରବିବାର ଠାରୁ ନୂତନ ଚିନ୍ତାଧାରା ନେଇ ଆସୁଥିବା ନବବର୍ଷ ୨୦୨୩କୁ ସ୍ଵାଗତ କରି ନିଜ ନିଜ ଭିତରେ ସ୍ନେହ ଶ୍ରଦ୍ଧା ଅତୁଟ ରଖି ସମାଜର ବିଭିନ୍ନ କାର୍ଯ୍ୟକୁ ସଫଳତାର ସହିତ ତୁଲାଇବାକୁ ମତ ପ୍ରକାଶ ପାଇଥିଲା ପରେ ଉପସ୍ଥିତ ସମାଜପ୍ରେମୀଙ୍କ ପ୍ରସ୍ତାବ ଅନୁଯାଇ ନୂତନ କମିଟି ଗଠନ କରାଯାଇଥିଲା ପ୍ରକାଶ ଯୋଗ୍ୟ ଯେ ସୀତାରାମ ଦାସ ବହୁ ବର୍ଷ ଧରି ସଭାପତି ପଦ ସମ୍ଭାଳି ସମସ୍ତଙ୍କ ପ୍ରୀୟଭାଜନ ହୋଇଥିବାରୁ ପୁଣି ଥରେ ଶ୍ରୀଦାସଙ୍କୁ ସଭାପତି ଭାବେ ମନୋନୀତ କରାଯିବାକୁ ସର୍ବସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ ହୋଇଥିଲା ।କମିଟି ସମ୍ପାଦକ ଭାବେ ସଞ୍ଜୟ କୁମାର ଦାସ,ଉପସଭାପତି ଈଶ୍ୱର ମାହାଣା,ସହସମ୍ପାଦକ ସୌମ୍ୟ ରଞ୍ଜନ ମାହାଣା,କୋଷାଧ୍ୟକ୍ଷ ଚନ୍ଦ୍ରାଂସୁ ସାହୁ ପ୍ରମୁଖ ମନୋନୀତ ହୋଇଥିବା ବେଳେ ସୂର୍ଯ୍ୟ ନାରାୟଣ ଦାସ,ଅଜିତ ଦାସ,ମୁକୁନ୍ଦ ସାହୁ,ବିଶ୍ୱଜିତ ମାହାଣା,ପଦ୍ମନାନ ସାହୁ,ମନୋଜ ଦାସ, ଗୋବିନ୍ଦ ମହାଣା ପ୍ରମୁଖ ସଦସ୍ୟ ଭାବେ ରହିଛନ୍ତି ।ଶେଷରେ କାହ୍ନା ଭାଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026

You Might Also Like