-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଗୁରୁ ସତ୍ଯ ନାରାୟଣ ବହିଦାର ଙ୍କୁ ପଶ୍ଚିମାଞ୍ଚଲ ଏକତା ମଂଚର ଶ୍ରଦ୍ଧାଞ୍ଜଳି ।

31-Dec-2022



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
ସମ୍ବଲପୁରୀ ସଂସ୍କୃତି ର ପରିଚୟ ଗୁରୁ ସତ୍ଯ ନାରାୟଣ ବହିଦାରଂକ ଶ୍ରାଦ୍ଧ ଦିବସରେ ଆଜି ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ସାକ୍ଷୀ ପଡା ଠାରେ  ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇ ଥିଲା। ଗୁରୁ ସତ୍ଯ ନାରାୟଣ ବହିଦାର ଅବିଭକ୍ତ ବଲାଙ୍ଗିର ଜିଲ୍ଲାର ସୋନପୁରରେ ଜନ୍ମ ଗ୍ରହଣ କରିଥିଲେ। ତେବେ ତାଙ୍କ ଜୀବନର ଅଧିକାଂଶ ସମୟ ସମ୍ବଲପୁର ରେ କଟିଥିଲା। ସମ୍ବଲପୁରୀ ଭାଷାର ସ୍ବତନ୍ତ୍ରତା ଏବଂ ପ୍ରଚାର ପାଇଁ ସାରା ଜୀବନ ଲଢେଇ କରିଥିଲେ।  ଲୋକଙ୍କୁ ସମ୍ବଲପୁରୀ ରେ ଲେଖିବା ସହ ସମ୍ବଲପୁରୀ ସଂସ୍କୃତି କୁ ଆପଣେଇବାକୁ ସେ ଉତ୍ସାହିତ କରିଥିଲେ। ତାଙ୍କର ପ୍ରେରଣା ରେ ବହୁ ଲେଖକ ସମ୍ବଲପୁରୀରେ କଲମ ଚାଲନା କରିଥିଲେ। ଏହାସହ ସମ୍ବଲପୁରୀ କଲାକାର ମାନଂକୁ ମଧ୍ଯ ସେ ଉତ୍ସାହିତ କରିଥିଲେ। ତାଙ୍କ ଭାଷାରେ ସମ୍ବଲପୁରୀ କେବଳ ଭାଷା କି ଗୀତନାଚ ବା କପଡା ନୁହଁ ବରଂ ସମ୍ବଲପୁରୀ ଏକ ସ୍ବତନ୍ତ୍ର ସଂସ୍କୃତି। ସେଥିପାଇଁ ତାଙ୍କର ଅବଦାନ କୁ ମନେ ପକାଇ ତାଙ୍କର ଜନ୍ମ ଦିନକୁ 2013 ଠାରୁ ସମ୍ବଲପୁରୀ ଦିନ ଭାବରେ ପାଲନ କରାଯାଇ ଚାରିଆଡ଼େ ବେଶ ଆଦ୍ରୁତ ହୋଇପାରିଛି।  ଗୁରୁ ସତ୍ଯ ନାରାୟଣ ବହିଦାର ଜୀବନ ତମାମ ସମ୍ବଲପୁରୀ ସଂସ୍କୃତି ର ପ୍ରଚାର କରିଥିବା ବେଲେ ତାଙ୍କର ସ୍ମୁତି ର ସୁରକ୍ଷା ପାଇଁ ଗୁରୁ ସତ୍ଯ ନାରାୟଣ ସ୍ମୁତି ଉଦ୍ୟାନ ରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି।ତେବେ କାମକୁ ତ୍ବରାନ୍ବିତ କରିବାକୁ ବୈଠକରେ ମତ ପୋଷଣ ହେଇଥିଲା। ପଶ୍ଚିମାଞ୍ଚଲ ଏକତା ମଂଚ ପକ୍ଷରୁ ଆବାହକ ଭବାନୀଶ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ  ଲକ୍ଷ୍ମୀ ନାରାୟଣ ପଣ୍ଡା, ଭକ୍ତ ପ୍ରସାଦ ପଣ୍ଡା , ରାଜେଶ ସ୍ବାଇଁ, ସୁଦାମ ମେହେର, କାନ୍ତି ମେହେର, ମୁଖ୍ଯ ସଂଯୋଜକ ମାନସ ରଂଜନ ବକ୍ସୀ, ସାନ୍ତାନୁ ପାଢୀପ୍ରମୁଖ ସାମିଲ ହୋଇଥିଲେ। ଶେଷରେ ଭାଷା ସାହିତ୍ୟ ସଂଯୋଜିକା ପଂକଜିନୀ ମେହେର  ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like