-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ନିକ୍ଷୟ ମିତ୍ର ପୋଷଣ ବାସ୍କେଟ୍ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ* - *ଶୁଭାରମ୍ଭ କାର୍ଯ୍ୟକ୍ରମରେ ନିକ୍ଷୟ ମିତ୍ର ଭାବେ  ପୋଷଣ ବାସ୍କେଟ୍ ପ୍ରଦାନ କଲା ନାଟ୍ ଅନୁଷ୍ଠାନ*

31-Dec-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରସ୍ଥ ତାଲିମ କେନ୍ଦ୍ର ଠାରେ ଯକ୍ଷ୍ମାରୋଗୀଙ୍କୁ ଅତିରିକ୍ତ ପୋଷଣ ବାସ୍କେଟ୍ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ ଏହି ସଭାରେ ଅଧ୍ୟକ୍ଷତା କରି ଯକ୍ଷ୍ମାରୋଗୀଙ୍କ ପାଇଁ ସ୍ଵତନ୍ତ୍ର ପୋଷଣର ଆବଶ୍ୟକତା ରହିଛି ବୋଲି ଉଲ୍ଲେଖ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡାକ୍ତର ପଦ୍ମହଂସା ଦୋରା, ଡିପିଏମ ଏନଏଚଏମ ବିଶ୍ଵମ୍ଵର ବେହେରା, ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ, ନିକ୍ଷୟ ମିତ୍ର ଭାବେ ସରକାରୀ ମାନପ୍ରାପ୍ତ ନାଟ୍ ଅନୁଷ୍ଠାନର ସମାଜସେବା ସଂପାଦକ ସଞ୍ଜୟ କୁମାର ପଣ୍ଡା, ଶ୍ରୀବତ୍ସ ମଲ୍ଲିକ, ମନୋଜ ଅଗ୍ରୱାଲ, ମନୀଷ ଅଗ୍ରୱାଲ ପ୍ରମୁଖ ମଞ୍ଚାସୀନ ଥିଲେ। ଆଜି ଶୁଭାରମ୍ଭ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ସହରାଞ୍ଚଳର ଦଶ ଜଣ

ଯକ୍ଷ୍ମାରୋଗୀଙ୍କୁ ନାଟକ, ସାହିତ୍ୟ ଓ ସମାଜସେବା ପ୍ରତି ସମର୍ପିତ ଅନୁଷ୍ଠାନ ନାଟ୍ ତରଫରୁ ଅତିରିକ୍ତ ପୋଷଣ ବାସ୍ଜେଟ୍ ପ୍ରଦାନ କରାଯାଇଥିଲା। ସମଗ୍ର କାର୍ଯ୍ୟକ୍ରମକୁ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ସମୀର କୁମାର ସାହୁ ସଂଯୋଜନା କରିଥିବା ବେଳେ ସନ୍ତୋଷ ବିଶି, ବିନୋଦ ମହାକୁଡ ଓ ଡୋଲେଶ୍ଵର ବେହେରା କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like