-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଦମକଳ ଗାଡି ପହଂଚିବାରେ ବିଳମ୍ବ ହେତୁ ଚାଲି ଯାଇଥାନ୍ତା ବାଇକ ଚାଳକର ଜୀବନ

31-Dec-2022



 ଡାବୁଗାଁ ବ୍ଲକ ଅନ୍ତର୍ଗତ ପାଳିଆ ଅଂଚଳର ବଳରାମ ମାଝୀ (21)ଗୀର୍ଲ୍ଲା ଗ୍ରାମ ରେ ଥିବା ନିଜ ଜ୍ୱାଇଁ ଘର କୁ ଦିଆଲି ଖାଇବା କୁ ଯାଇ ମଦ ପିଇ ଘରକୁ ଫେରୁଥିବା ସମୟରେ ଡାବୁଗାଁ ଶିବ ମନ୍ଦିର ପାଖରେ ଭାରସାମ୍ୟ ହରାଇ ବାଇକ ରୁ ପଡ଼ିଯାଇଥିଲା |ପାଖରେ ଉପସ୍ଥିତ ଲୋକେ  ଦମକୋଳ ଗାଡ଼ି ଫୋନ କରିଥିଲେ କିନ୍ତୁ ବହୁ ବିଳମ୍ବରେ ଦମକଳ ଗାଡି ପହଁଚି ଥିଲା ଏବଂ ଆହତ ବ୍ୟକ୍ତିକୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତି କଲା। ବଳଭଦ୍ର କୁ ମୁଣ୍ଡ ଓ ହାତ ଗୋଡ ରେ ବାଜି ଥିବା ଡାବୁଗାଁ ଡାକ୍ତର ସୂଚନା ଦେଇଛନ୍ତି ଆଉ ଅଳ୍ପ ସମୟ ବିଳମ୍ବ ହୋଇଥିଲେ ଆହାତ ବ୍ୟକ୍ତିର ଜୀବନ ପ୍ରତି ମଧ୍ୟ ବିପଦ ଥାନ୍ତା ବୋଲି ଜଣାପଡିଛି । ଦମକଳ ବାହିନୀର ଅବହେଳା ଯୋଗୁଁ   ଆଜି ବହୁତ ବଡ଼ ଅଘଟଣା ଘଟି ଯାଇଥାନ୍ତା ବଲି ସ୍ଥାନେ ସ୍ଥାନେ ଆଲଚନା ହେଉଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି କୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛନ୍ତି | ମିଳିଥିବା ତଥ୍ୟ ଅନୁସାରେ ଡାବୁଗାଁ ଅଞ୍ଚଳରେ ଦମକଳ ବାହୀନି ର ଅବହେଳା ଯୋଗୁଁ ପ୍ରତ୍ୟେକ ଦୁର୍ଘଟଣା ସ୍ଥାନରେ ବିଳମ୍ବ ରେ ପହଞ୍ଚୁ ଥିବା ସ୍ଥାନେ ସ୍ଥାନେ ଜନ ଆଲୋଚନା ହେଉଛି। ଜିଲ୍ଲା ପ୍ରଶାସନ ଡାବୁଗାଁ ଦମକଳ ବାହିନୀ ପ୍ରତି ଦୃଷ୍ଟି ଦେବାକୁ  ବୃଦ୍ଧିଜୀବି ମାନେ ମତପ୍ରକାଶ କରିଛନ୍ତି।ରିପୋଟ (ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like