-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଅପରାଧ

ସମ୍ପର୍କୀୟ ବିଧବା ଭାଉଜ ସହ ଅନୈତିକ ସମ୍ପର୍କ ନେଇ ସ୍ତ୍ରୀ କୁ ହତ୍ୟା ଉଦ୍ୟମ ଅଭିଯୋଗ।

31-Dec-2022



ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ମୁରିବାହାଲ ଥାନା ଅଧୀନସ୍ଥ ବଡସାଇମରା ପଞ୍ଚାୟତ ର ଟେଙ୍ଗରା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନା କୁ ଆସିଛି ।

ଅଭିଯୋଗ କ୍ରମେ, ନିଜ ସମ୍ପର୍କୀୟ ବିଧବା ଭାଉଜ ଙ୍କ ସହ ନିଜ ସ୍ବାମୀ ଅନୈତିକ ସମ୍ପର୍କ ସ୍ଥାପନ କରିବା ନେଇ ଦେଖି ଦେବା ଯୋଗୁଁ ମହିଳାଙ୍କୁ ହତ୍ୟା ଉଦ୍ୟମ କରିବା ସତ୍ତ୍ୱେ ଅଭିଯୁକ୍ତ ମାନଙ୍କୁ ପୋଲିସ ଗିରଫ ନ କରିବା ଅଭିଯୋଗ ହୋଇଛି। ସୂଚନା ନୂଯାଇ ଟେଙ୍ଗରା ଗ୍ରାମର ବିମଳା କୁମ୍ଭାର (ବ-୩୫) ଙ୍କ ସ୍ଵାମୀ ଜଗଦୀଶ କୁମ୍ଭାର  ଗତ ତା୨୭-୧୧-୨୨ରିଖ ବିଳମ୍ବିତ ରାତି ପ୍ରାୟ ତିନି ଟା ସମୟ ରେ ପରିସ୍ରା କରିବାକୁ ଉଠିଥିବା ବେଳେ ତାଙ୍କ ସ୍ଵାମୀଙ୍କୁ ତାଙ୍କ ଘରେ ରହୁଥିବା ବିଧବା ଭାଉଜ ଙ୍କ ସହ ଅନୈତିକ ସମ୍ପର୍କ ସ୍ଥାପନ କରିବା ଦେଖି ଥିଲେ। ତୁରନ୍ତ ବିମଳା ତାଙ୍କ ଶାଶୁଙ୍କୁ  ଉଠେଇ ନେଇଥିଲେ, ହେଲେ ଓଲଟା ତାଙ୍କ ସ୍ବାମୀ ଜଗଦୀଶ,ଶାଶୁ ପୂର୍ଣ୍ଣମୀ କୁମ୍ଭାର, ଉକ୍ତ ଭାଉଜ ପିଙ୍କି କୁମ୍ଭାର ମିଶି ତୋ ପାଖରେ କଣ ପ୍ରମାଣ ଅଛି କହି ମିଳିତ ଆକ୍ରମଣ କରିଥିବା ବିମଳା ଲିଖିତ ଅଭିଯୋଗ କରିଛନ୍ତି। ଏପରିକି ଉକ୍ତ ତିନି ଜଣ ମିଶି ଏକ ଦୌଡ଼ି ଖଟରେ ଶୁଆଇ ବାନ୍ଧି ଦେଇଥିଲେ। ମୁହଁ ରେ କନା ବାନ୍ଧି ଦେଇ ଥିବା ଯୋଗୁଁ ସେ ପାଟି କରି କାହାକୁ ଡାକି ପାରି ନ ଥିଲେ।

ବିମଳା ଙ୍କୁ ହତ୍ୟା ନ କଲେ ସମାଜ ଲୋକଙ୍କୁ କହିଦେବ ବୋଲି କହି ଜିଅନ୍ତା ପୋଡ଼ି ମାରିଦେବୁ କହି ନିଆଁ ଚେଙ୍କ ଦେବା ଆରମ୍ଭ କରିଥିଲେ। ତାଙ୍କ ଘର ପଛପଟେ ତାଙ୍କୁ ମାରି ପୋତି ଦେବା ପାଇଁ ଉଦ୍ୟମ କରିଥିଲେ। ହେଲେ ସମୟ ଅଭାବ ଯୋଗୁଁ ଓ ସକାଳ ହୋଇ ଯିବ ବୋଲି କେବଳ ଦରପୋଡ଼ା ଅବସ୍ତାରେ ଛାଡ଼ି ଦେଇ ଥିଲେ । କୌଶଳ କ୍ରମେ ବିମଳା ବନ୍ଧା ପୋଢ଼ା ଦୌଡ଼ି ସାହାଯ୍ୟ ରେ ଘରୁ ବାହାରି ଯାଇଥିଲେ। ଏ ନେଇ ତାଙ୍କୁ ମୁରିବାହାଲ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ରେ କିଛି ବ୍ୟକ୍ତି ନେଇ ଭର୍ତ୍ତି କରିଥଲେ। ଏ ନେଇ ମୁରିବାହାଲ ଥାନା ରେ ମଧ୍ୟ ଅଭିଯୋଗ କରିଥିଲେ । ହେଲେ ଆକ୍ରମଣ ସହ ହତ୍ୟା ଉଦ୍ୟମ କରିବା ନେଇ ଉକ୍ତ ତିନି ଅଭିଯୁକ୍ତ ଙ୍କୁ  ପୋଲିସ ଗିରଫ ନ କରିବା ନେଇ ବିମଳା ବିଭିନ୍ନ ଉଚ୍ଚ ଅଧିକାରୀ ଙ୍କ ସହ ପୋଲିସ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଙ୍କୁ ଲିଖିତ ଅଭିଯୋଗ ସହ ନ୍ୟାୟ ପ୍ରଦାନ ପାଇଁ ଡାକ ଯୋଗେ ପତ୍ର ପ୍ରେରଣ କରିଥିବା ଜଣାଇଛନ୍ତି।ଏ ନେଇ କଣ୍ଟାବାଞ୍ଜି ଅତିରିକ୍ତ ଆରକ୍ଷୀ ଅଧିକାରୀ ଘଟଣା ର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

(ସନ୍ତୋଷ କୁମାର ନାଏକ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like