-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ମହୋତ୍ସବ-୨୦୨୩ ପାଇଁ ପ୍ରସ୍ତୁତି ବୈଠକ

02-Jan-2023



ବୌଦ୍ଧ-(ହୃଦାନନ୍ଦ ମେହେର)- ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ମହୋତ୍ସବ କମିଟିର ସଭାପତି ଅଶୋକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଚାରିଶମ୍ଭୁ ପୀଠ ଠାରେ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇ ଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚ।ୟତରାଜ ଓ ଜଳଯୋଗାଣ ତଥା ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ଜୋଗଦେଇ ଗନ୍ଧରାଢୀ ମନ୍ଦିରର ମହିମା ଅନେକ ଯାହାକି ଆମକୁ ଅଗୋଚର ରହିଛି।ଗତ ବର୍ଷ ମହୋତ୍ସବରେ ଏକ ବିପଦରୁ ଆମକୁ ହର ଓ ହରି ରକ୍ଷା କରିଥିଲେ।ତେଣୁ ଚଳିତ ବର୍ଷ ୫ ଦିନ ଧରି ହେବାକୁ ଥିବା ଏହି ମହୋତ୍ସବ କିପରି ଆକର୍ଷଣ ହୋଇ ସାରା ଦେଶରେ ଯେପରି ସୁନାମ ଅର୍ଜନ କରିବ ସେଥିପାଇଁ ଅଞ୍ଚଳବାସୀଙ୍କ  ସହଯୋଗର ଆବଶ୍ୟକ ରହିଛି।ଏହା ସହିତ ଗହଳି କୁ ନିୟନ୍ତ୍ରଣ କରିବା ପାଇଁ ଚାରିଶମ୍ଭୁ ଠାରୁ ଏକ ରାସ୍ତା ଗୁଡ଼ିଆଳି ଦେଇ ବୁରକଟାକୁ ସଂଯୋଗ କରିବ ସେଥିପାଇଁ ପ୍ରସ୍ତୁତ ଥିବା କହିଥିଲେ।ଏଥିପାଇଁ ସବୁ କ୍ଷେତ୍ରରେ ମୁଁ ସାହାଯ୍ୟ କରିବାକୁ ପ୍ରସ୍ତୁତ ବୋଲି କହିଥିଲେ।ସଂପାଦକ ଶମ୍ଭୁ ଗିରିଙ୍କ ସଂଯୋଜନାରେ ଅନୁଷ୍ଠିତ ବୈଠକରେ ପଂଚାୟତ ଅଧିକାରୀ ଗଜେନ୍ଦ୍ର ବାରିକ, କମିଟି ଉପ ସଭାପତି ବିଦ୍ୟାଧର ସ୍ଵାଇଁ,ସାମାଜିକ କର୍ମୀ ବିସିକେଶନ ପ୍ରଧାନ, ପୂର୍ବତନ ବୌଦ୍ଧ ବ୍ଳକ ଉପାଧ୍ୟକ୍ଷ ତଥା କମିଟି ଉପ ସଭାପତି ମନରଞ୍ଜନ ପୁରୋହିତ, କୋଷାଧ୍ୟକ୍ଷ ନିରଞ୍ଜନ ଗିରି,ଶିକ୍ଷକ ସନ୍ତୋଷ କର୍ଣ, ସାହିତ୍ୟିକ ନିଳ ଲୋହିତ ମହାପାତ୍ର, ସାମାଜିକ କର୍ମୀ କୃତିବାସ ପଲିଆ, ଅବସର ପ୍ରାପ୍ତ ଶିକ୍ଷକ ନବୀନ କୁମାର ପ୍ରଧାନ, ଗନ୍ଧରାଡ଼ି ମହାବିଦ୍ୟାଳୟର ଅଧକ୍ଷ  ପ୍ରଭାତ କୁମାର ସଥପଥୀ, ଶିକ୍ଷକ ଶବର ସେଠୀ, ଶିକ୍ଷକ ପ୍ରତାପ ବେହେରା, ସାମ୍ବାଦିକ ସୁଧାଂଶୁ ଶେଖର ମିଶ୍ର ଓ ମହେଶ ପ୍ରସାଦ ଅଗ୍ରୱାଲ ଜୋଗଦେଇ ମହୋତ୍ସବ କିପରି

 

ସରସ ସୁନ୍ଦର ହେବ ଏବଂ ଗତବର୍ଷର ବିଭ୍ରାଟ କୁ ସଂଶୋଧନ କରିବା ପାଇଁ କହିଥିଲେ।ଚଳିତ ବର୍ଷ ଜଗତି ହାଇସ୍କୁଲ ପଡିଆରେ ହେବା ପାଇଁ ସ୍ଥିର କରାଗଲା।ପଣ୍ଡିତ ସୁଶୀଳ କୁମାର ପାଣିଗ୍ରାହୀ ଫେବୃଆରୀ ୨୨ ରୁ ୨୬ ପର୍ଯ୍ୟନ୍ତ ମହୋତ୍ସବ ପାଇଁ ଶୁଭ ଲଗ୍ନ ଥିବା ପ୍ରକାଶ କରିଥିଲେ।ଏହାକୁ ସମସ୍ତେ ସମର୍ଥନ ଜଣାଇଥିଲେ।ଶେଷରେ ସହ ସମ୍ପାଦକ ସ୍ଵାଧୀନ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମ ମହୋତ୍ସବ କମିଟିର ବହୁ ସଦସ୍ୟ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like