-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ମର୍ନିଙ୍ଗ ୱାକର୍ସ ସଂଗଠନ ପକ୍ଷରୁ ଇଂରାଜୀ ନବବର୍ଷ ପାଳିତ

02-Jan-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆଜି ସୋନପୁର  ସ୍ମାର୍ଟ ପାର୍କ ଠାରେ ଇଂରାଜୀ ନବ ବର୍ଷ  ପାଳନ କରାଯାଇଥିଲା l ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା , ପୌରାଧ୍ୟକ୍ଷା ତାମସୀ ତାମସ୍ମୀତା ନାଏକ  ଅତିଥି ଭାବରେ ଯୋଗ ଦେଇ ମର୍ନିଙ୍ଗ ୱାକର୍ସ ଙ୍କ ସମାବେଶ ଓ ଏକତା କୁ ବଜାୟ ରଖିବା କୁ ପରାମର୍ଶ କରିଥିଲେ ତଥା ଏ ଅବସରରେ ସମସ୍ତେ ଗାଡିଚଳାଇଲାବେଳେ  ସର୍ବଦା ହେଲମେଟ ଲଗାଇ  ନିଜ ଅମୁଲ୍ୟ ଜୀବନକଚୁ ରକ୍ଷା କରିବାକୁ ଏବଂ ରକ୍ତଦାନ କ୍ଷେତ୍ର ରେ ସମସ୍ତ  ନୂତନ ଯୁବ ପିଢୀ ଆଗେଇ ଆସି ଆମ ଜ଼ିଲ୍ଲା ର  ନାଁ କୁ ସ୍ୱତନ୍ତ୍ର ସ୍ଥାନ ରେ ନାମିତ କରିବାକୁ ଆଜିର ଏହି ନୁଆଁ ବର୍ଷ ର ପ୍ରଥମ ଦିନ ରେ ସମସ୍ତେ ସଂକଳ୍ପ ନେବାକୁ ନିବେଦନ କରିଥିଲେ l  ଦିଲ୍ଲୀପ ପାତ୍ର ସମସ୍ତ ଙ୍କୁ ସ୍ୱାଗତ କରିବା ସହ ନିଜକୁ ଫିଟ୍ ଏଣ୍ଡ ଫାଇନ ରଖିବା ଏହି ଦିବସ ପାଳନର  ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତ ରଖିଥିଲେ l ଅନ୍ୟତମ ଅତିଥି ଭାବରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନାଏକ ତାଙ୍କ ବକ୍ତବ୍ୟ ରେ  ଏହି ପାର୍କ ର ଯତ୍ନ ଓ ସୁରକ୍ଷା ଆମ ସମସ୍ତ ଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ବୋଲି କହି ଏହିପରି ଆୟୋଜନ ଦ୍ୱାରା ସୁସ୍ଥ ଭାରତ ସମୃଦ୍ଧ ଭାରତ ର ବାର୍ତ୍ତା ପହଂଚୁ ବୋଲି କହିଥିଲେ l ସହରର  ଅଗ୍ରଣୀ ଅନୁଷ୍ଠାନ ସ୍ୱଚ୍ଛଭାରତ ସଙ୍ଗଠନ ର କର୍ମକର୍ତ୍ତା ଏହି ସମାବେଶ ରେ ସ୍ୱଚ୍ଛତା, ରକ୍ତଦାନ, ପରିବେଶ ସୁରକ୍ଷା, ସଡ଼କ ସୁରକ୍ଷା ଓ ନିଶା ନିବାରଣ ଉପରେ ପ୍ଲା କାର୍ଡ ପ୍ରଦର୍ଶନ କରାଇ  ସମାଜ କୁ ସଚେତନତା ବାର୍ତ୍ତା ଦେଇଥିଲେ। ଅବକାରୀ ଅଧିକ୍ଷୀକା  ସୁମତି ତ୍ରିପାଠୀ ମଧ୍ୟ ସମସ୍ତ ଙ୍କୁ ନବବର୍ଷ ର ଶୁଭେଚ୍ଛା ଜଣାଇ ନିଶାସକ୍ତ ଅବସ୍ଥାରେ ଗାଡ଼ି ନ ଚଲାଇବାକୁ ପରାମର୍ଶ ଦେଇଥିଲେ। ପରେ ଉପସ୍ଥିତ ଅତିଥି ମାନଙ୍କ ସହ ଅନୁଷ୍ଠାନ ର କର୍ମକର୍ତ୍ତା ଜିଲ୍ଲା ସଦର ଡାକ୍ତରଖାନା, ମାତୃଓ ଶିଶୁ ହସପିଟାଲ ଓ ସହରର ଶାନ୍ତି କୁଟିରରେ ଫଳ ବଣ୍ଟନ କରିଥିଲେ। ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଜ଼ିଲ୍ଲା ଖାଉଟି ଓ ଯୋଗାଣ ଅଧିକାରୀ  ସୁରେଶ ପାଣିଗ୍ରାହୀ , ଅଭିମନ୍ୟୁ କୁଶଳ,ଜିତେନ୍ଦ୍ର ପଟ୍ଟନାୟକ, ଜନ୍ମେଜୟ ପାତ୍ର, ଶେଷ ଦେବ ମେହେର, ରାଜକିଶୋର ତ୍ରିପାଠୀ,ସୁଧାଂଶୁ ସାହୁ,ସନ୍ତୋଷ ନାଏକ,ଆନନ୍ଦ ପାତ୍ର , ରମେଶ ଚନ୍ଦ୍ର ଜେନା ,ସନ୍ତୋଷ ମେହେର ପ୍ରମୁଖ ଏ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ ରେ ସହଯୋଗ କରିଥିଲେ l ଜିଲ୍ଲା ର ବିଶିଷ୍ଟ ସାହାନାଇ ବାଦକ ଫକୀର ପ୍ରଧାନ ଏ ଅବସରରେ  ସାହାନାଇ ବାଦନ କରି ସମସ୍ତ ଙ୍କୁ ଅଭିଭୂତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like