-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନୂତନ ବର୍ଷ ରେ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ମଦୁଆ ଙ୍କୁ ସାବଧାନ

02-Jan-2023



ବୌଦ୍ଧ -( ହୃଦାନନ୍ଦ ମେହେର )- ବୌଦ୍ଧ ଜ଼ିଲ୍ଲା ରେ  ନୂତନ ବର୍ଷ  ଡିସେମ୍ବର୍ ୩୧ ରାତି ରୁ ମଦୁଆଙ୍କୁ ସାବାଡ଼ କରିବା ପାଇଁ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି l ପ୍ରଥମ ଦିନରେ  ଛକ ମାନଙ୍କରୁ   ୨୦ଜଣ ମଦୁଆ ଏବଂ ୧୯ ଟା ଗାଡି ଧରାଯାଇ ସ୍ପଟ ରୁ ୮୦.୦୦୦ଆଦାୟ କରାଯାଇଛି ଏବଂ ଆଉ  ୨ଲକ୍ଷ ର ଚାଲାଣ କଟl ଯାଇଛି l ମାଜିଷ୍ଟ୍ରେଟ ଭାବରେ  ଅତିରିକ୍ତ ଜ଼ିଲ୍ଲାପାଳ ବବିତା

ରାଣୀ ଦଳବେହେରା, ଉପ ଜ଼ିଲ୍ଲାପାଳ ରବୀନ୍ଦ୍ର କଁହର, ତହସିଲଦାର ଦେବୀ ପ୍ରସାଦ ଦାଶ, ଅତିରିକ୍ତ ତହସିଲଦାର ମହମ୍ମଦ  ରାଜେ ରସୁଲ ଏବଂ ମନୋରଞ୍ଜନ ସୁନା, ଆଇ. ଆଇ. ସି. ମାଧବାନନ୍ଦ ନାଏକ, ଏସ. ଆଇ. ମନ୍ଦାକିନି କଁହର,ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ ମହାପାତ୍ର,

ଆର. ଟି. ଓ  ଏବଂ ପୋଲିସ  ଟିମ ଏହି ଚଢ଼ଉ ରେ ସାମିଲ ରହି ଥିବା ବେଳେ ନିଜେ ଜ଼ିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଏବଂ ଜ଼ିଲ୍ଲା ଆରକ୍ଷୀ ଅଧିକାରୀ ପ୍ରହଲ୍ଲାଦ ସାହାଇ ମିନା ଛକ ଯାଗା ମାନଙ୍କ ରେ ଉପସ୍ଥିତ ରହି  ମନିଟରିଙ୍ଗ କରୁଥିଲେ l ସହରର  ବାଘଗୁଡା ଛକ, ବାଇପାସ ଛକ, ବିଜୁ ପଟ୍ଟନାୟକ ଛକ ଛକ ରେ ଏହି ଚଢ଼ାଉ  ବିଳମ୍ବିତ ରାତି  3ଟା ପର୍ଯ୍ୟନ୍ତ ଚାଲିଥିଲା l ରାସ୍ତା ରେ ଦୁର୍ଘଟଣାକୁ ନଜରରେ ରଖି ଜ଼ିଲ୍ଲା ପ୍ରଶାସନ ପକ୍ଷରୁ  ଏହି ପଦକ୍ଷେପ ଗ୍ରହଣ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like