-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||     

HOME   ଜିଲ୍ଲା

ଆଧ୍ୟାତ୍ମିକ ପୁସ୍ତକ "ସୂର୍ଯ୍ୟ ସୁତ ରାଧେୟ" ର ଶୁଭ ଉନ୍ମୋଚନ

02-Jan-2023



ଲୋଇସିଂହା (ବିନୋଦ ଦୀପ) ସାଲେଭଟା ର ପ୍ରସିଦ୍ଧ ଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ  ଶଶୀଭୂଷଣ ମିଶ୍ରଙ୍କ ରଚିତ ଦ୍ବିତୀୟ ଆଧ୍ୟାତ୍ମିକ ପୁସ୍ତକ "ସୂର୍ଯ୍ୟ ସୁତ ରାଧେୟ" ର ଶୁଭ ଉନ୍ମୋଚନ ହୋଇ ଯାଇଅଛି।ଏହି ଅବସରରେ ପ୍ରବଚକ ଶ୍ରୀଯୁକ୍ତ ଦଧିବାମନ  ତ୍ରିପାଠୀ ,ଚଣ୍ଡୀ ମନ୍ଦିର ସଭାପତି ଗିରିଧାରୀ ମିଶ୍ର,,ପ୍ରବଚକ ବଂଶୀଧର ଦାନୀ,ସାହିତ୍ୟ ଓ ସଂସ୍କୃତି ଗବେଷକ ଡକ୍ଟର ଅନିରୁଦ୍ଧ କୁରକୁରିଆ ,ସୁଧୀର ତ୍ରିପାଠୀ,ଜୌତିର୍ମୟ ମିଶ୍ର, ନକୁଳ ଘିଭେଲା ଉପସ୍ଥିତ ରହି ପୁସ୍ତକ ଉନ୍ମୋଚିତ କରିଥିଲେ।କାର୍ଯ୍ୟକ୍ରମ ରେ ଶ୍ରୀଯୁକ୍ତ ଶଶୀଭୂଷଣ ମିଶ୍ର ଙ୍କ ସହଧର୍ମିଣୀ ଶ୍ରୀମତୀ ଯାଜ୍ଞସେନୀ ମିଶ୍ର  ,ପୁତ୍ର ରଶ୍ମିରଞ୍ଜନ ମିଶ୍ର, ପୁତ୍ର ବଧୁ ରୀନା ମିଶ୍ର, ଝିଅ ସବିତା,ମମତା,କବିତା,ସ୍ମିତା,ସୁଜାତା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ନାତୁଣୀ ଶୋଭାଙ୍ଗୀ ସୁକନ୍ୟା ତ୍ରିପାଠୀ ଭଜନ ପରିବେଷଣ କରିଥିଲେ।ଅନ୍ୟ ନାତୁଣୀ ମାନେ ଶ୍ବେତାଲିନା ଅପରୁପା, ଅଭିପ୍ ସା ଭୋଜନ ପରିବେଷଣ ରେ ସାହାଯ୍ଯ କରିଥିଲେ।ଚାରିବର୍ଷ  ପୁର୍ବେ ତାଙ୍କ ରଚିତ ପୁସ୍ତକ ରାମାୟଣ ସୁଧା ଜନ ସମାଜ ରେ ଖୁବ୍ ପ୍ରଶାନ୍ତ ହୋଇଛି ।86 ବର୍ଷ ବୟସ ପୁଣି ଏକ ରେ ପୁସ୍ତକ ରଚନା ପାଇଁ ସମସ୍ତେ ପ୍ରଶଂସିତ କଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026

You Might Also Like