-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ... କର୍ଲାମୁଣ୍ଡା ଠାରେ ନିଜ ଅଧିକାର ସୁରକ୍ଷା ପାଇଁ କ୍ରାନ୍ତି ଯାତ୍ରା

02-Jan-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମା ଠାରେ କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ସୋମବାର ନିଜ ଅଧିକାର ସୁରକ୍ଷା ପାଇଁ କ୍ରାନ୍ତି ଯାତ୍ରା ମାଧ୍ୟମରେ କ୍ରାନ୍ତି କାରୀ ଚେତନା ଜାଗ୍ରତ ନିମନ୍ତେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଏଥିରେ କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ଡ଼. ସୁନୀତି ମୁଣ୍ଡ ଙ୍କ ନେତୃତ୍ୱରେ କର୍ଲାମୁଣ୍ଡା ବ୍ଲକ ଅଧକ୍ଷ୍ୟା କୁନି ସାହୁ,ରିଷିଡା ପଞ୍ଚାୟତ ସରପଞ୍ଚ ସେବତୀ ରଣା, ଜୋରାଡ଼ବରା ପଞ୍ଚାୟତ ସରପଞ୍ଚ ଖିତିସୁତା ସାହୁ,ସ. ମାଲପଡା ପଞ୍ଚାୟତ ସରପଞ୍ଚ ବରୁଣ ଛତ୍ରିଆ,ସମାଜ ସଂସ୍କାରକ ବାବା ଭଗବାନ ସାହୁ, ଅବସର ପ୍ରାପ୍ତ ଶିକ୍ଷକ ପଣ୍ଡିତ ପଧାନ,ମୁରଲୀଧର ରଣା, ବଳଦେବ ସାହୁ,ନାରୀନେତ୍ରୀ ଜୟନ୍ତୀ ସାହୁ,ରୀନା ସାହୁ,ପୁଷ୍ପାଞ୍ଜଳି ସାହୁ,ପ୍ରଭାତୀ ଭୋଇ ଓ ଶାନ୍ତନୁ ମିଶ୍ର, ଅରୁଣ ଦାଶ୍ ପ୍ରମୁଖ ଙ୍କ ସମେତ ବହୁ ଭଦ୍ରବ୍ୟକ୍ତି ସାମିଲ ହୋଇ ସରସ୍ୱତୀ ଶିଶୁ ମନ୍ଦିର ଠାରୁ ଶୋଭାଯାତ୍ରାରେ ବାହାରି ତହସିଲ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପହଞ୍ଚି ଥିଲେ।ତେବେ ଏହି କ୍ରାନ୍ତି ଯାତ୍ରା ଜରିଆରେ ଜିଲ୍ଲା ର ସମସ୍ତ ବ୍ଲକ ରେ ଜନ ସାଧାରଣ ଙ୍କୁ ସେମାନଙ୍କ ସାମ୍ବଧନିକ ଅଧିକାର ଓ କର୍ତ୍ତବ୍ୟ ପ୍ରତି ସଚେତନ କରାଯିବ ବୋଲି କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ଡ଼. ସୁନୀତିମୁଣ୍ଡ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026

You Might Also Like