-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୧0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

02-Jan-2023



ସୁବର୍ଣ୍ଣପୁର,ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧0 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮ ଗୋଟି ଓ ସାମୁହିକ ଦରଖାସ୍ତ 0୨ ଗୋଟି  ଗ୍ରହଣ କରାଯାଇଛି l ୨ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା  ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର , ଏସ ଇ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା,ଡି ଏମ ଓ ଡ଼ଃ ପ୍ରଦୀପ କୁମାର ଗୁରୁ , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ,ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା , ଜିଲ୍ଳା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like