-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||     

HOME   ଜିଲ୍ଲା

ଜାତୀୟ କିକବକ୍ସିଂ ପ୍ରତିଯୋଗିତା ସମ୍ବଲପୁର ଟିମକୁ ୪ ପଦକ

02-Jan-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
 ଜାତୀୟ କିକବକ୍ସିଂ ସଂଗଠନ ଆଇଏକେଓ ତରଫରୁ ଭୁବନେଶ୍ୱର ରେ ଅନୁଷ୍ଠିତ ଜାତୀୟ କିକବକ୍ସିଂ ପ୍ରତିଯୋଗିତାରେ ସମ୍ବଲପୁର ଦଲକୁ ୪ଟି ପଦକ ମିଲିଛି।ଏହି ପ୍ରତିଯୋଗିତା ପାଇଁ ସମ୍ବଲପୁର କିକବକ୍ସିଂ ଏସୋସିଏସନ ତରଫରୁ ୪ ଜଣ ପ୍ରତିଯୋଗି ଅଂଶଗ୍ରହଣ କରିଥିଲେ । ଗତ ଡିସେମ୍ବର ୨୯ ତାରିଖରୁ ଜାନୁଆରୀ ୧ ତାରିଖ ପର୍ୟ୍ଯନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଫୁଲ କଣ୍ଟାକ୍ଟ ପ୍ରତିଯୋଗିତା ରେ ବଲରାମ କାଲେତଂକୁ ରୋପ୍ଯ ମେଡାଲ ମିଲିଥିବା ବେଲେ ସେମି କଂଟାକ୍ଟ ପ୍ରତିଯୋଗିତାରେ ରିତେଶ ସିଂହ ରୋପ୍ଯ ମେଡାଲ ,ଅନୁଭବ କୁମାର ସାହୁ  ଏବଂ ସୁର୍ୟ୍ଯ ପ୍ରକାଶ ମହାନ୍ତିଂକୁ କାଂସ୍ୟ ପଦକ ହାସିଲ କରି ସମ୍ବଲପୁର ପାଇଁ ଗୌରବ ଆଣି ଦେଇଛନ୍ତି। ଆଜି ପ୍ରଶିକ୍ଷକ ସୁସ୍ମିତ କୁମାର ପଣ୍ଡାଂକ ସହ ଆଜି ଭୁବନେଶ୍ୱରରୁ ସମ୍ବଲପୁର ପହଂଚିବା ପରେ ସମ୍ବଲପୁର କିକବକ୍ସିଂ ଆସୋସିଏସନ ତରଫରୁ ସ୍ବାଗତ କରାଯାଇ ଥିଲା। କ୍ଷେତରାଜପୁର ରେଲଷ୍ଟେସନରେ ସମ୍ବଲପୁର କିକବକ୍ସିଂ ଆସୋସିଏସନ ର ସଭାପତି ଭବାନୀଶ ଭୋଇ,ସହ ସମ୍ପାଦକ ରବିନ୍ଦ୍ର ମହାନ୍ତି ଉପସ୍ଥିତ ରହି ପ୍ରତିଯୋଗି ମାନଂକୁ ସ୍ବାଗତ କରିଥିଲେ। ଆଗାମୀ ଦିନରେ ସମ୍ବଲପୁର ରେ କିକବକ୍ସିଂ କୁ ଆହୁରି ଲୋକପ୍ରିୟ କରାଇବାରେ ଛାତ୍ର ମାନଂକ ବିଜୟ ସହଯୋଗ କରିବ ବୋଲି ଏସୋସିଏସନ ର ସାଧାରଣ ସମ୍ପାଦକ ତଥା କୋଚ ସୁସ୍ମିତ କୁମାର ପଣ୍ଡା କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026

You Might Also Like