-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||     

HOME   ଜିଲ୍ଲା

ମିଲର ଧାନ ନ ନେବାରୁ ଉତ୍ତେଜନା, ସଭାପତି ସମ୍ପାଦକଙ୍କୁ ଅଟକ ରଖିଲେ ଚାଷୀ

02-Jan-2023



ଗଣିଆ(ବିଜୟ ଲକ୍ଷ୍ମୀ ରାଉତ) ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଓସ୍ତିଆ ସମବାୟ ସମିତିରେ ମିଲର ଧାନ ନ ନେବାରୁ ଉତ୍ତେଜନା ଦେଖାଦେଇଛି । ଚାଷୀ ମାନେ ଉତ୍ୟକ୍ତ ହୋଇ ସମିତିର ସଭାପତି ଭାବଗ୍ରାହୀ ସ୍ବାଇଁ ଏବଂ ଜଳଧର ରାଉଳଙ୍କୁ ସମିତି କାର୍ଯ୍ୟାଳୟ ପରିସରରେ ବନ୍ଦ କରି ରଖିବା ସହିତ ଧାନ ନ ଉଠିବା ପର୍ଯ୍ୟନ୍ତ ସେଠାରେ ବସି ରହିବେ ବୋଲି ଦାବି କରିଛନ୍ତି । ଘଟଣାରୁ ଜଣାପଡିଛି ଯେ  ଯୋଗାଣ ବିଭାଗ ତରଫରୁ ୨ ତାରିଖ ଦିବା ୧୧ ଘଟିକା ମଧ୍ୟରେ ଧାନ ମଣ୍ଡିକୁ ଧାନ ଆଣିବାକୁ ଚାଷୀ ମାନଙ୍କ ପାଖକୁ ମୋବାଇଲରେ ମେସେଜ ଆସିବା ପରେ ଓସ୍ତିଆ ସମବାୟ ସମିତି ଅଧିନରେ ଥିବା ବିଭିନ୍ନ ଗ୍ରାମର ପ୍ରାୟ ୩୦ ଜଣ ଚାଷୀ ସୋମବାର ସକାଳୁ ପ୍ରାୟ ୬ଶହ କ୍ଵିଣ୍ଟାଲ ଧାନ ଆଣି ମଣ୍ଡିରେ ରଖିଥିଲେ ।  ଦିନ ସାରା ଅପେକ୍ଷା କରି ରହିଥିଲେ ମଧ୍ୟ ମିଲର ଧାନ ନେବାକୁ ଆସି ନଥିଲେ । ଗାଡ଼ି ଭଡ଼ା କରି ଘରୁ ଧାନ ଆଣି ମଣ୍ଡିକୁ ଆଣି ବାହାରେ ଗଦା କରି ଶୀତ କାକରରେ ପଡ଼ିଥିବା ବେଳେ ମିଲର ନ ଆସିବାରୁ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଖାଦେଇଥିଲା।  ଫଳରେ ସେମାନେ ଉତ୍ତେଜିତ ହୋଇ ସଭାପତି ଏବଂ ସମ୍ପାଦକଙ୍କୁ କାର୍ଯ୍ୟାଳୟ ପରିସରରେ ଅଟକ ରଖିଥିଲେ । ଯେ ପର୍ଯ୍ୟନ୍ତ ଧାନ ନ ଉଠିବ ସେ ପର୍ଯ୍ୟନ୍ତ ଚାଷୀ ମାନେ କାର୍ଯ୍ୟାଳୟରେ ତାଲା ପକାଇବା ସହିତ ବାହାରେ ବସି ରହିବେ ବୋଲି ଚେତାବନୀ ଦେଇଥିଲେ । ଏ ସମ୍ପର୍କରେ ବ୍ଳକ ଯୋଗାଣ ଅଧିକାରୀ ଏବଂ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ଜଣାଇବା ପରେ ମିଲର ଆସି ଘଟଣାସ୍ଥଳରେ ପହଂଚି ଚାଷୀଙ୍କ ସହିତ ଆଲୋଚନା କରି ଆସନ୍ତାକାଲି ଧାନ ଉଠିବ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ସଭାପତି ସମ୍ପାଦକଙ୍କୁ ଛାଡ଼ିବା ସହିତ ଧାରଣାରୁ ହଟିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026

You Might Also Like