-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ଚାନ୍ଦିଲି ପାହାଡ ମହୋତ୍ସବରେ ଯୋଗ ଦେଲେ ନରସିଂହ/ ଭୀମପାହାଡ ସଦୃଶ ବିକଶିତ ହେବ ଚାନ୍ଦିଲି ପାହାଡ-ନରସିଂହ (୭୨ ଏକର ପରିମିତ ଭୁଲିଆକଟାଁ ର ହେବ ବିକାଶ)  ପାହାଡ ରାସ୍ତା ପାଇଁ ବିଧାୟକ ପାଣ୍ଠିରୁ ଦେଲେ ୧୦ଲକ୍ଷ ଅନୁଦାନ

02-Jan-2023



ବଲାଙ୍ଗିର - ପ୍ରାକୃତିକ ପରିବେଶ ଭରା ବଲାଙ୍ଗିର ନିର୍ବାଚନ ମଣ୍ଡଳି ସର୍ବାଙ୍ଗିନ ବିକାଶ କ୍ଷେତ୍ରରେ ଆମେ ତତ୍ପର ରହିବା ଦରକାର । ବଲାଙ୍ଗିର ର ପୂର୍ବ ଦିଗରେ ଭୀମ ପାହାଡର ବିକାଶ ଦ୍ରୁତ ବେଗରେ ଚାଲିଛି । ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ପ୍ରତ୍ୟେକ ଦିନ ଭୀମପାହାଡକୁ ନୈକାବିହାର ତଥା ମନୋରଂଜନ ପାଇଁ ଭିଡ ଜମାଉଛନ୍ତି । ଠିକ୍ ସେହିପରି ଦେଓଗାଁ ବ୍ଲକର ବଲାଙ୍ଗିର ର ପଶ୍ଚିମ ଦିଗରେ ଥିବା ଦେଷଣ୍ଡ ପଂଚାୟତ ଅନ୍ତର୍ଗତ ଚାନ୍ଦଲି ପାହାଡର ମଧ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲାଭଳିଆ ଏକ ସୁନ୍ଦର ପର୍ଯ୍ୟଟନ ସ୍ଥଳିରେ ପରିଣତ କରାଯିବ ବୋଲି ଆଜି ବଲାଙ୍ଗିର ମାନ୍ୟବର ବିଧାୟକ ନରସିଂହ ମିଶ୍ର ଚାନ୍ଦଲି ମହୋତ୍ସବରେ ଯୋଗଦେଇ ନିଜ ପ୍ରତିକ୍ରିୟାରେ କହିଛନ୍ତି । ମହୋତ୍ସବର ଚତୁର୍ଥ ଦିବସରେ ବିଧାୟକ ଶ୍ରୀ ମିଶ୍ର ଯୋଗଦେଇ ଏହା ମଧ୍ୟ କହିଛନ୍ତି ଯେ ଏଠାକୁ ମୁଖ୍ୟ ରାସ୍ତାରୁ ପାହାଡ ପର୍ଯ୍ୟନ୍ତ ସୁନ୍ଦର ରାସ୍ତା କରାଯିବ । ଜଙ୍ଗଲ ଯେପରି ସୁରକ୍ଷିତ ରହିବ ତାର ବ୍ୟବସ୍ଥା କରାଯିବ । ପର୍ଯ୍ୟଟକ ଆସି ଏଠାରେ ଯେପରି ପୂର୍ଣ୍ଣ ସୁରକ୍ଷା ସହ ପରିବେଶର ମଜା ନେଇ ପାରିବେ ସେଥିପାଇଁ ଶିଘ୍ର ପଦକ୍ଷେପ ନିଆଯିବ ବୋଲି କହିଥିଲେ । ଆଗାମୀ ଦିନରେ ଏଠାରେ ଯାତ୍ରୀଙ୍କ ପାଇଁ ଶୈାଚାଳୟ ପାହାଡ ଉପରକୁ ସୁଦୃଶ୍ୟ ପାହାଚ, ବିଜୁଳି, ବସିବାର ସ୍ଥାନ, ସୁନ୍ଦର ଆଲୋକିକରଣ ବ୍ୟବସ୍ଥା  କରାଯିବ ବୋଲି କହିଥିଲେ । ଉପସ୍ଥିତ ଥିବା ଆୟୋଜକ କମିଟି ଓ ଅଂଚଳବାସୀଙ୍କ ଦାବି ମୁତାବକ ପାହାଡ ଉପରକୁ ଏକ ସୁନ୍ଦର ବୁଲାଣିଆ ରାସ୍ତା ନିର୍ମାଣ ପାଇଁ ସେ ନିଜ ବିଧାୟକ ପାଣ୍ଠିରୁ ୧୦ଲକ୍ଷ ଟଙ୍କା ଅନୁଦାନ ରାଶି ଘୋଷଣା କରିଥିଲେ । ହଜାର ହଜାର ସଂଖ୍ୟାରେ ଏହି ଉତ୍ସବ ଦେଖିବା ପାଇଁ ଲୋକେ ଏଠାରେ ରୁଣ୍ଡ ହେଉଥିବାରୁ ଆଗାମୀ ଦିନରେ ଲୋକେ ଯେପରି ପିଇବା ପାଣି ସମେତ ସମସ୍ତ ପ୍ରକାର ସୁବିଧା ସୁଯୋଗ ସୁଯୋଗ ପାଇପାରିବେ ବୋଲି ସେ ନିଜ ପ୍ରତିକ୍ରିୟାରେ କହିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମିଶ୍ରଙ୍କ ବ୍ୟତିତ ଆୟୋଜନ କମିଟିର ସଭାପତି ଦିନବନ୍ଧୁ ମେହେର, ଉପ-ସଭାପତି ରବିନ୍ଦ୍ର କୁମାର ସାଏ, ସଂପାଦକ ଜୁଲୁ ଷଡଙ୍ଗି, କୋଷାଧ୍ୟକ୍ଷ ସ୍ୱୟଂବର ମେହେର, ଦେଷଣ୍ଡ ସରପଞ୍ଚ ଯଶୋଦା ମେହେର, ସମିତି ରୁତିକା ଧରୁଆ, ସାରସମାଲ ସରପଂଚ ଗୋପାଲ କୃଷ୍ଣ ବାଗ, ସିଂହାମୁଣ୍ଡା ସରପଞ୍ଚ ଜାହ୍ନବି ମହାରଣା, ରଘୁମଣି ରଣା, ଅସିତ ମିଶ୍ର, କୈଳାସ ମିଶ୍ର, କାନ୍ତେଶ୍ୱର ପ୍ରଧାନ, ରାମଜୀ ଚୈାଧୁରୀ, ମୟ ପ୍ରଧାନୀଙ୍କ ସମେତ ଅନେକ ସଭ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like