-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

କୋଚ ଶିବପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ  ଚତୁର୍ଥ ଦିନରେ ହୀରାକୁଦ କୁ ହରାଇ ନକଟାସର ବିଜୟୀ

02-Jan-2023



ବଲାଙ୍ଗିର(ପ୍ରେରଣା ଖବର)  ବଲାଙ୍ଗିର ନିକଟସ୍ଥ ଖଲିଆପାଲି ଆମ୍ବେଦକର ଷ୍ଟାଡିଅମ ଠାରେ ଜଗନ୍ନାଥ ସ୍ପୋର୍ଟିଂ କ୍ଲବ ଖଲିଆପାଲି ଓ ସ୍ପୋର୍ଷ୍ଟ ହଷ୍ଟେଲ ବଲାଙ୍ଗିର ମିଲିତ ଆନୁକୁଲ୍ୟରେ ତୃତୀୟ ବର୍ଷ କୋଚ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେନ୍ଟ ଚତୁର୍ଥ ଦିନରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ସିଆରପିଏଫ୍ ଜବାନ୍ ମାନସିଂ ସେଠ ଯୋଗ ଦେଇ ଦେଇଥିଲେ । ସମ୍ମାନିତ ଅତିଥି ବିଡିଜିଏ ସଂପାଦକ ସଂଗ୍ରାମ ବହିଦାର ଓ ଭୁପେନ୍ଦ୍ର ପସାଦ ସିଂ ଯୋଗଦେଇ ଖେଳାଳି ମାନଙ୍କ ଉତ୍ସାହିତ କରିଥିଲେ । କମିଟି ସଂପାଦକ ଅଭିମନ୍ୟୁ ପାଣ୍ଡେଙ୍କ ତତ୍ୱାବଧାନରେ ଅନୁଷ୍ଟିତ ଏହି ଖେଳରେ କମିଟି ସଭାପତି ନାରାୟଣ ବିଶ୍ୱାଲ ଅଧ୍ୟକ୍ଷତା କରିଥିଲେ । ଆଜିର ୪ର୍ଥ ଦିନ ଖେଳରେ ନକଟାସର ୬-୦ ଗୋଲ ରେ ସରକାରୀ ଆଇଟିଆଇ ହିରାକୁଦ କୁ ହରାଇ ବିଜୟୀ ହୋଇଥିଲେ । ଖେଳକୁ ପ୍ରଫୁଲ୍ଲ କୁମାର ବଗର୍ତ୍ତି, ବିଜୟ କୁମାର ରଣା, ଶ୍ରବଣ କୁମାର ବାଗ ଏବଂ ସଂଜିବ ମହାରଣା ପରିଚାଳନା କରିଥିଲେ । ଗତ କାଲି ପ୍ରଥମ ସେମିଫାଇନାଲ ତେନ୍ତୁଳିଖୁଣ୍ଟି ବନାମ ଆଗଲପୁର ମଧ୍ୟରେ ଅନୁଷ୍ଠିତ ହେବ । କମିଟିର ବିଶ୍ୱନାଥ ସୁନା, ଜନାର୍ଦ୍ଦନ ପାଣ୍ଡେ, କହ୍ନାଇ ଗଡତିଆ, ପ୍ରସାନ୍ତ ପଧାନ, ସୁର୍ଯ୍ୟମଣୀ ସୁନା, ସଚ୍ଚିଦାନନ୍ଦ ଭୁକ୍ତା, ଅନୁପ କୁମାର ସାଏ, ସୁକଦେବ ସାହୁ, ଚିତ୍ତ ବିଶ୍ୱାଲ ଏବଂ ମନ ବିଶ୍ୱାଲ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like