-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଗୁଡ଼ଭେଲା : ୧୪୭ତମ ଲୁର୍କୀ ଧାନୁଯାତ୍ରା  ନନ୍ଦ ଉତ୍ସବ ପାଳିତ

02-Jan-2023



ଗୁଡ଼ଭେଲା (ପଞ୍ଚାନନ ନାଏକ) ଗୁଡ଼ାଭେଳା ବ୍ଲକ  ସମରା ପଞ୍ଚାୟତ  ଲୁର୍କୀ ଗ୍ରାମ ଧନୁଯାତ୍ରାରେ ପ୍ରଥମ ଦିନ ଦେବକୀ  ବିବାହ ସହିତ କଂସ ଉଗ୍ରସେନକୁ ଗାଦିଚ୍ୟୁତ କରି ନିଜେ ରାଜା ହୋଇଛନ୍ତି l ଆଜି ଦୃତୀୟ ଦିନରେ  ଗୋପପୁରରେ ନନ୍ଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଧନୁଯାତ୍ରା ଉପଲକ୍ଷେ ଦିନ ୯ ଟା ରୁ ୪ ଟା ପର୍ଯ୍ୟନ୍ତ  ରାଧାକୃଷ୍ଣ  ମନ୍ଦିର ଠାରେ ଶଚିତା ନନ୍ଦ ମହାପାତ୍ରଙ୍କ ଦ୍ଵାରା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି
 ପାରାୟଣ ପରେ ଗୋପପୁରରେ କୃଷ୍ଣ ବଳରାମଙ୍କ ବାଲ୍ୟ ଲୀଳାକୁ ଗୋପପୁରବାସୀ ଉପଭୋଗ କରିଥିଲେ l ସନ୍ଧ୍ୟା ସମୟରେ  ମୀନାବଜାର  ଓ ରାତ୍ରି ୮ ଟା ରୁ କଂସଙ୍କ ଦରବାର  ବସି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା l କମିଟି ସଭାପତି  ସରୋଜକୁମାର  ପ୍ରଧାନ, ସମ୍ପାଦକ  ଭୁବନୀଶଙ୍କର  ସାହୁ,  ବିହାର ପ୍ରଧାନ କିଶୋର ଚନ୍ଦ୍ର ଭୋଇ,  ସୁରେନ୍ଦ୍ର ପ୍ରଧାନଙ୍କ ସମେତ ଗ୍ରାମବାସୀ ବୃନ୍ଦ  ଉପସ୍ଥିତ ରହି ସହଯୋଗ  କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like