-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଅଟୋକୁ ଧକ୍କା ଦେଲା ଅଜଣା ଅଟୋ , ମହିଳା ମୃତ , ଆଶା ଦିଦି ଗୁରୁତର

02-Jan-2023



ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ଝରିଗୁଡା ରାଜ୍ୟ ରାଜପଥ ରେ ଆଜି ସନ୍ଧ୍ୟା ପ୍ରାୟ ୬ ଘଣ୍ଟ ସମୟରେ ଉମରକୋଟ ରୁ ଡାବୁଗାଁ ଦିଗକୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋ କୁ ଅନ୍ୟ ଏକ ଅଜଣା ଅଟୋ ସମ୍ମୁଖ ପଟୁ ଧକ୍କା ଦେବା ରୁ ଜଣେ ମହିଳା ଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତ୍ତର ଆହତ ହୋଇଛନ୍ତି . ଆହତ ମହିଳା ଙ୍କୁ ପ୍ରଥମେ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି . ମୃତ ମହିଳା ଜଣକ ଡାବୁଗାଁ ଥାନା ଅନ୍ତର୍ଗତ ବରକି ଗୁଡା ର ଗୁରୁବାରି ଭତରା (୪୦) ବୋଲି ଜଣା ପଡିଛି . ଖବର ପାଇ ଡାବୁଗାଁ ପୁଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି . ସୂଚନା ଅନୁଯାୟୀ ଗତକାଲି ରବିବାର ଦିନ ଡାବୁଗାଁ ଥାନା ଅନ୍ତର୍ଗତ ବରକିଗୁଡ  ଗ୍ରାମ ର ୫ ରୁ ୬ ମହିଳା ଦିଆଳି ପର୍ବ ମାନିବାକୁ ନିମନ୍ତ୍ରଣ ପାଇ ନିଜ ସମ୍ପର୍କୀୟ ଉମରକୋଟ ଥାନା ଅନ୍ତର୍ଗତ ଆଦିବାସୀ ପୂର୍ଲ୍ଲା ଗ୍ରାମ କୁ ନିଜ ଗ୍ରାମର ତଥା ମୃତ ମହିଳାଙ୍କ ଅଟୋ ଗାଡରେ ଯାଇଥିଲେ . ଦିଆଳି ପର୍ବ ସମାପ୍ତ ପରେ ଆଜି ସନ୍ଧ୍ୟା ସମୟରେ ମହିଳା ମାନେ ପୁଣି ବରକିଗୁଡାକୁ  ସେହି ଅଟରେ ବାହାରିଥିଲେ । ତେବେ ଅଟୋରେ ପୁର୍ଲ୍ଲା ଗ୍ରାମରୁ ଡାବୁଗାଁ  ଆସିବା ସମୟରେ ସନ୍ଧ୍ୟା ପ୍ରାୟ ୬ ଘଣ୍ଟ ସମୟରେ ଡାବୁଗାଁ ଥାନା ଝରିଗୁଡ଼ା ନିକଟରେ ଏକ ଅଜଣା ଅଟୋ ଯାତ୍ରୀବାହୀ ଅଟୋ କୁ ସମ୍ମୁଖ ପଟୁ ଧକ୍କା ଦେଇଥିଲା . ଏଥିରେ ଅଟୋରେ ବସିଥିବା ବରକିଗୁଡା ଗ୍ରାମର ଗୁରୁବାରି ଭତରା (୪୦) ଗୁରୁତର ଆହତ ହୋଇଥିଲେ । ଗୁରୁବାରିର ଛାତି ଓ ବେକରେ ପ୍ରବଳ ଆଘାତ ଲାଗିଥିବା ବେଳେ ସେହି ଗ୍ରାମର ଆଶାଦିଦି ଦ୍ରୁପତି ମାଝୀଙ୍କ ଗଡ଼ ଭାଙ୍ଗିଥିବା ସୂଚନା ମିଳିଛି ।ଅଜଣା ଅଟୋ ଧକ୍କା ଦେବା ପରେ ସେଠାରୁ ଚଂପଟ ମାରିଥିଲା । ତୁରନ୍ତ ଦୁହି ଆହତଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିବା ବେଳେ ଡାକ୍ତର ଗୁରୁବାରି ଭତରା କୁ ମୃତ ଘୋଷଣା କରିଥିଲେ । ଗୁରୁତର ଆଶାଦିଦି ଦ୍ରୁପତି ମାଝୀକୁ ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ଅଟୋରେ ବସିଥିବା ଅନ୍ୟ ମହିଳାମାନେ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି । ମୃତ ମହିଳାର ପୁଅ ନିଜ ଦୁର୍ଘଟଣା ଗ୍ରସ୍ତ ଆଟୋକୁ ଘଟଣା ସ୍ଥଳରୁ ନେଇ କେଉଁଆଡ଼େ ଚାଲିଯାଇଥିବା ସୂଚନା ମିଳିଛି ।ଆଟୋର କାଗଜପତ୍ର ଠିକ ନାଥବା ଏବଂ ଚାଳକର ଡ୍ରାଇଭିଂ ଲାଇସେନ୍ସ ନଥିବାରୁ ଭୟରେ ପାଲିଥିବା ଜଣାପଡ଼ିଛି । ବର୍ତ୍ତମାନ ଖବର ପାଇ ଡାବୁଗାଁ ପୁଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି।

(ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like