-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକ ପ୍ରଥମିକ ବିଦ୍ୟାଳୟ ଗୁଡିକରେ ଛାତ୍ରଛାତ୍ରୀ ମାନେ ସାଜିଛନ୍ତି  ଶିଶୁ ଶ୍ରମିକ

03-Jan-2023



ନବରଙ୍ଗପୁର  ଜିଲ୍ଲା ଡାବୁଗାଁ ବ୍ଲକରେ  ସରକାରୀ ସ୍କୁଲ୍ ଗୁଡିକରେ ପାଠପଢା ସନ୍ତୋଷ ଜନକ ହେଉନଥିବା ଦୃଶ୍ୟ ସାମ୍ନାକୁ ଆସୁଛି। କୁନିକୁନି ପିଲାମାନଙ୍କୁ ବିଦ୍ୟାଳୟ ଗୁଡିକରେ ହିଁ ବିନା ପାରିଶ୍ରମିକରେ ଶିଶୁଶ୍ରମିକ ଭଳି କାମ କରୁଥିବା ଦୃଶ୍ୟ ଦେଖିବାକୁ ମିଳୁଛି  ସୂଚନାଯୋଗ୍ୟ :- ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସରକାରୀ ପ୍ରଥମିକ ବିଦ୍ୟାଳୟ ବ୍ଲକକଲନି

ରେ ପିଲାମାନେ ସ୍କୁଲରେ ଏବଂ ସ୍କୁଲ ବାହାରେ ରାସ୍ତା କଡରେ ମଧ୍ୟ କାମ କରୁଥିବା ଦେଖିବାକୁ ମିଳିଛି  । ଏବିଷୟରେ ବିଦ୍ୟାଳୟକୁ ଯାଇ ବୁଝିବା ସମୟରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ପିଲାମାନେ ତାଙ୍କ ବିଦ୍ୟାଳୟର କାମ ନ କରିଲେ ଆଉ କିଏ କରିବ କହି ଅଫିସ ରୁମ କୁ ଚାଲିଗଲେ । ଏବିଷୟରେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜଣାଇବା ପରେବି ସେ କୌଣସି ପଦକ୍ଷେପ ନେଇନଥିବା ଜଣାପଡିଛି । ଶିକ୍ଷାର ମାନ ବଡାଇବା ପାଇଁ ସରକାର ଯୋଜନା ଉପରେ ଯୋଜନା କରି ଚାଲିଛନ୍ତି *"ଯୋଜନା ପ୍ରଣୟନ କଲେ ବୋଲି ନିଜ ଢୋଲ ନିଜେ ବଜାଇବା କଥା ପରି ରାଜକୋଷରୁ କୋଟି କୋଟି ଟଙ୍କା ବିନଯୋଗ କରି ବିଜ୍ଞାପନ ଦେଇ କାମ ସାରି ବସି ଯାଉଛନ୍ତି ।ପ୍ରକୃତପକ୍ଷେ ତାହା କାର୍ଯ୍ୟକାରୀ ହେଲାକି ନଇଁ ଦେଖୁବାକୁ କେହି ନାହିଁ"* ସବୁ ଯୋଜନା କେବଳ କାଗଜ କଲମରେ ସୀମିତ ଥିବା ଦେଖିବାକୁ ମିଳୁଛି । 

ଶିଶୁଟି କିଭଳି ସମସ୍ତ ଶୋଷଣ , ଯନ୍ତ୍ରଣା ,ଠାରୁ ମୁକ୍ତି ପାଇପାରିବ । ଏକ ନିଶ୍ଚିନ୍ତ ଓ ନିଶ୍ଚିତ ନିରାପତ୍ତା ଜୀବନଯାପନ ସହିତ ସୁସ୍ଥ ଏବଂ ସବଳ ଜୀବନ ସହିତ ସୁଶିକ୍ଷା ପାଇପାରିବ ।ଏଥି ପାଇଁ ଆମ ସରକାର ୨୦୧୦ ମସିହା ଏପ୍ରିଲ ୧ ଠାରୁ ୬ରୁ ୧୪ବର୍ଷ ଯାଏଁ ଶିଶୁମାନଙ୍କୁ ବାଧ୍ୟତାମୂଳକ ଶିକ୍ଷାର ବ୍ୟବସ୍ଥା କରିଛନ୍ତି । ଫଳରେ ସେମାନେ ବିଦ୍ୟାଳୟ ଯିବେ । ଶିଶୁ ଶ୍ରମିକ ପ୍ରଥାରୁ ମୁକ୍ତି ପାଇବେ । ଏଥିପାଇଁ ସର୍ବଶିକ୍ଷା ଅଭିଯାନ ଆମ ଦୁଆରେ ଉଭା ହୋଇଛି । ' ସଭିଏଁ ପଢ଼ନ୍ତୁ , ସଭିଏଁ ବଢ଼ନ୍ତୁ ' ହେଉଛି ସର୍ବଶିକ୍ଷା ଅଭିଯାନର ମୁଖ୍ୟ ଲକ୍ଷ୍ୟ ।

ଏହାରମାନେ ଏହି ଯେ ୬ - ୧୪ବର୍ଷ ଶିଶୁମାନେ ନିଶ୍ଚିତ ଭାବେ ବିଦ୍ୟାଳୟକୁ ଯିବେ ; ସେଠି ମାଗଣାରେ ୧୪ବର୍ଷ ଯାଏଁ ପଢ଼ିବେ ଏବଂ ସ୍ବାସ୍ଥ୍ୟକର ପରିବେଶର ନିରୋଗଭାବେ ବଢ଼ିବେ । ଅର୍ଥାତ୍ ପୂର୍ବପରି ଏମାନେ ଶିଶୁଶ୍ରମିକ ଭାବେ ଖଟିବେ ନାହିଁ । ମୋଟ ଉପରେ ଶିଶୁ ଶ୍ରମିକ ପ୍ରଥା ସଂପୂର୍ଣ୍ଣ ଉଚ୍ଛେଦହେବ । ଶିଶୁମାନଙ୍କୁ ଶ୍ରମ ମୁକ୍ତ ରଖିବା ପାଇଁ ଶିଶୁ ଶ୍ରମିକ ଆଇନ ରହିଛି । ୧୯୮୬ ଶିଶୁ ଶ୍ରମିକ ଆଇନ ଅନୁସାରେ ୧୩ଟି ବିପଜ୍ଜନକ ସଂସ୍ଥା ଓ ୫୭ଟି ବିପଦପୂର୍ଣ୍ଣ ସଂସ୍ଥାରେ ୧୪ବର୍ଷରୁ କମ୍ ବୟସର ପିଲାଙ୍କୁ ନିଯୁକ୍ତି ନିଷେଦ୍ଧ କରାଯାଇଛି । କିନ୍ତୁ ସରକାରଙ୍କ ସବୁ ଯୋଜନା ଡାବୁଗାଁ ବ୍ଲକ ର କେତେକ ସରକାରୀ ବିଦ୍ୟାଳୟ ଗୁଡିକ ରେ ପେଲ୍ ମାରିଛି । ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟରେ  ପିଲାମାନଙ୍କ ପାଇଁ ଆସିଥିବା ବହିଗୁଡ଼ିକ  ରଖିରଖି  ଶେଷରେ ଉଇ ଖାଉଛି ଶେଷରେ ଏହି ବହିଗୁଡିକୁ ନିଆଁରେ ପଡି ଜାଳି ଦେଉଥିବା ମଧ୍ୟ ଦେଖିବାକୁ ମିଳୁଛି। ଜିଲ୍ଲା ଶିକ୍ଷା ଅଧିକାରୀ ଏଥିରେ ହସ୍ତକ୍ଷେପ କରି ଡାବୁଗାଁ ବ୍ଲକର ଶିକ୍ଷା ବ୍ୟବସ୍ଥାକୁ ସୁଧାରିବା ପାଇଁ ଉଦ୍ୟମ କଲେ ଭଲ ହୋଇଥାନ୍ତା ବୋଲି ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି।
  (ରିପୋର୍ଟ :ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like