-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଖେଳ

ମାୟାବର୍ହାରେ ହକି ରଥକୁ ସ୍ୱାଗତ

03-Jan-2023



ଡୁଙ୍ଗୁରିପାଲି,(ଅରବିନ୍ଦ ମିଶ୍ର)- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ଗ୍ରାମ ପଂଚାୟତ ତରଫରୁ ହକି ରଥକୁ ସ୍ୱାଗତ କରାଯାଇଛି । ମାୟାବର୍ହା ସରପଂଚ ପ୍ରମୋଦିନୀ ଯୁଆଡି ଧାନବସା ଠାରୁ ହକି ରଥକୁ ସ୍ୱାଗତ କରିବା ପରେ ମାୟାବର୍ହା ପଂଚାୟତ ଅନ୍ତର୍ଗତ ଧାନବସା, ଜୀବନଦାଦାର, ଖଲିଆପାଲି ଏବଂ ମାୟବର୍ହା ଗ୍ରାମରେ ଜନସାଧାରଣଙ୍କ ସ୍ୱାଗତ ସମ୍ବର୍ଦ୍ଧନା ନିମନ୍ତେ ହକି ରଥକୁ ଗ୍ରାମ ପରିକ୍ରମା କରାଯାଇଥିଲା । ମାୟାବର୍ହା ହାଇସ୍କୁଲ, ଜୁନିଅର ରେଡକ୍ରସ ୟୁନିଟ, ହେଲଥ ଏଣ୍ଡ ୱେଲନେସ ଆମ୍ବାସାଡର, ସ୍କାଉଟ ଟ୍ରୁପ, ମାୟାବର୍ହା ନୋଡାଲ ଅପର ପ୍ରାଇମେରୀ ସ୍କୁଲ, ଧାନବସା ପ୍ରାଇମେରୀ ସ୍କୁଲ, ମାୟାବର୍ହା ପଂଚାୟତ ଅନ୍ତର୍ଗତ ସମସ୍ତ ଏସଏଚଜି ଗ୍ରୁପ ସଦସ୍ୟା,

ମିଶନ ଶକ୍ତି, ଆଶା ଏବଂ ଅଙ୍ଗନୱାଡି କର୍ମି ଏବଂ ପଂଚାୟତ ପ୍ରତିନିଧି ବୃନ୍ଦ ସ୍ୱାଗତ ର‌୍ୟାଲିରେ ଗ୍ର୍‌ାମ ପରିକ୍ରମା କରିଥିଲେ । କାର୍ଯ୍ୟକ୍ରମରେ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ, ମାୟାବର୍ହା ହାଇସ୍କୁଲର ପରାମର୍ଶଦାତା ରବିଚନ୍ଦ୍ର ପଶାୟତ, ସ୍କାଉଟମାଷ୍ଟର ଦିନବନ୍ଧୁ ପ୍ରଧାନ, ହେଲଥ ଏଣ୍ଡ ୱେଲନେସ ଶିକ୍ଷକ ପ୍ରତିନିଧି ପ୍ରହଲ୍ଲାଦ ଦାଶ, ବରିଷ୍ଠ ଶିକ୍ଷକ ନନ୍ଦିଘୋଷ ବାରିକ, ସିଆରସିସି ଶ୍ରୀରାମ ସିକନ୍ଦର,  ଚୈତନ୍ୟ ବାରି,  ସଂଜୀବ ପୂଜାରୀ, ବିଭୀଷଣ ଖମାରୀ, ମୀନକେତନ ଦାଶ, କିରନ ପୁଟେଲ, ସ୍ନିଗଧା ପଧାନ, ବିଏସଏଚଓ,ଡୁଙ୍ଗୁରିପାଲି ଅଶ୍ୱିନୀ କୁମାର ପାଣ୍ଡେ, ଏମବିକେ ତିଲୋତମା ନାଗ, ମିଶନଶକ୍ତି  ବନ୍ତି ଯୁଆଡି, ସିଆରପି ସୁଜାତା ବାଗ, ଉର୍ମିଲା ରାଏ, ରୀନା ଷାଣ୍ଡ, ଲିପିକା ଭୋଇ, ମମତା ସେଠୀ, ରଶ୍ମିତା ଦାଶ, ସିଏସଓ ପୌରବୀ, ୱାର୍ଡମେମ୍ବର ଶମ୍ଭୁ ପ୍ରସାଦ ବାଘ ପ୍ରମୁଖ ଯୋଗଦେଇ ହକିରଥ କୁ ସ୍ୱାଗତ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like