-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପଖନମୁଣ୍ଡା ସ୍କୁଲରେ ସାବିତ୍ରୀ ବାଈ ଫୁଲେ ଜୟନ୍ତୀ ପାଳିତ

03-Jan-2023



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) କମେଇମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାବିତ୍ରୀ ବାଈ ଫୁଲେଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଜୁନିୟର ରେଡକ୍ରସ ପରାମର୍ଶ ଦାତା ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ମାନ୍ଦଲା କ୍ଳଷ୍ଟର ସଂଯୋଜକ ଶ୍ରୀ ଧନସିଂ ମାଝୀ, ଶିକ୍ଷକ ମନୋଜ କୁମାର ତାଣ୍ଡୀ ଅଲେଖ ବନଗୋଲା, ବିଶେଶ୍ୱର ମୁଦୁଲି, ଆମେରିକାନ ଇଣ୍ଡିଆ ଫାଉଣ୍ଡେସନର ସାଧନକର୍ମୀ ନରେଶ ତାଣ୍ଡୀ, ବ୍ଳକ ସଂଯୋଜକ ଯଶୋବନ୍ତ କୁମ୍ଭାର ଜୟନ୍ତୀ ଅବସରରେ ଉପସ୍ଥିତ ଥିଲେ।ସାବିତ୍ରୀ ବାଈ ଫୁଲେ ଭାରତ ସ୍ୱ।ଧୀନ ହେବାର ଶହେବର୍ଷ ପୂର୍ବରୁ ବାଳିକା ମାନଙ୍କ ଶିକ୍ଷା ପାଇଁ ପୁଣେରେ ବିଦ୍ୟାଳୟ ପ୍ରତିଷ୍ଠା କରିବା ସହିତ ସମାଜର କୁସଂସ୍କାର, ମହିଳା ଓ ପୁରୁଷ ମଧ୍ୟରେ ଥିବା ତାରତମ୍ୟ ଆଦି ଉପରେ କାମ କରି ନିଜକୁ ଏକ ଆଦର୍ଶ ଶିକ୍ଷୟିତ୍ରୀ ଭାବେ ପରିଗଣିତ କରି ପାରିଥିଲେ ବୋଲି ଶ୍ରୀ ଦାଶ ଆଲୋକପାତ କରିଥିଲେ।ଏହି ଅବସରରେ ଛାତ୍ରୀ ମାନେ କିପରି ମୁଖ୍ୟ ସ୍ରୋତରେ ସାମିଲ ହେବେ ଓ ସମାଜରେ ପୁରୁଷ ସହିତ ସମତାଳରେ ଚାଲି ପାରିବେ ସେଥି ପ୍ରତି ଦୃଷ୍ଟି ଦେବାକୁ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like