-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଝାଙ୍କରପାଲି ଠାରେ ଏକ ଖେଳପଡିଆ ପାଇଁ ଜିଲ୍ଲାପାଳ ଙ୍କୁ ଦାବୀପତ୍ର

03-Jan-2023



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ସଦର‌‌ ବ୍ଲକସ୍ଥିତ ଝାଙ୍କରପାଲି ଠାରେ ଏକ ଖେଳପଡିଆ ନିର୍ମାଣ ପାଇଁ ଆଜି ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ଜିଲ୍ଲାପାଳ ମହୋଦୟଙ୍କୁ ଏକ ଦାବୀପତ୍ର ପ୍ରଦାନ‌ କରା ଯାଇଥିଲା । ସୂଚନାଯୋଗ୍ୟ ବିଗତ ବହୁବର୍ଷ ଧରି ଝାଙ୍କରପାଲି ଠାରେ ଏକ‌ ଖେଳପଡିଆ ପାଇଁ ଦାବି ହୋଇ ଆସୁଛି । ବର୍ତ୍ତମାନ କେନ୍ଦ୍ର ସରକାର ରାଜ୍ୟ ସରକାର ଗ୍ରାମାଞ୍ଚଳରେ କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ବିଭିନ୍ନ ପଦକ୍ଷେପ ମାନ‌ ନେଉଥିବା ସତ୍ତ୍ୱେ ଗ୍ରାମରେ ବର୍ତ୍ତମାନ ସୁଦ୍ଧା ଖେଳପଡିଆ ନ‌ଥିବା ଅତ୍ୟନ୍ତ ଦୁଃଖର ବିଷୟ । ଝାଙ୍କରପାଲି ଗ୍ରାମ ଯାହା ପଞ୍ଚାୟତ ମୂଖ୍ୟ କାର୍ଯ୍ୟାଳୟ ହେଇଥିଲେ ବି ଏଯାଏଁ ଏକ ଖେଳପଡିଆ ନ ହେବା ଯୋଗୁଁ ବିଭିନ୍ନ କ୍ରୀଡ଼ା ପ୍ରତି ଋଚି ରଖୁଥିବା କ୍ରୀଡାବିତ୍ ତଥା  ଗ୍ରାମାଞ୍ଚଳରେ କ୍ରୀଡାର ବିକାଶ ହୋଇପାରୁ ନାହିଁ କି କ୍ରୀଡା ପ୍ରତି ଋଚି ରଖିଥିବା ପ୍ରତିଭା ଆଗକୁ ଆସି ପାରୁ ନାହାଁନ୍ତି । ଗ୍ରାମର ଯୁବ କ୍ରଡାବିତ ତଥା ଗ୍ରାମବାସୀ  ବିଭିନ୍ନ ସମୟରେ ବିଭାଗୀୟ ଅଧିକାରୀଙ୍କୁ ଖେଳପଡିଆ ପାଇଁ ଜଣେଇଥିଲେ ସୁଦ୍ଧା ଏଯାଏ କିଛି ‌କାର୍ଯ୍ୟକ୍ଷମ ହୋଇପାରି ନାହିଁ । ଏଣୁ  ଆଗାମୀ ଦିନରେ ଏଥିପ୍ରତି ଧ୍ୟାନ ଦେଇ ଗ୍ରାମରେ ଏକ ଖେଳପଡିଆ ନିର୍ମାଣ ପାଇଁ ଉଚିତ୍ ପଦକ୍ଷେପ ନେଲେ ଗ୍ରାମବାସୀ ତଥା ଅନେକ କ୍ରୀଡାବିତ୍ ଉପକୃତ ହେବେ ବୋଲି ଆଶା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like