-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଅପରାଧ

ଟ୍ରେନ୍‌ ଲାଇନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ହତ୍ୟା କରି ପିଙ୍ଗି ଦେଇଥିବା ସନ୍ଦେହ (ରାୟଗଡା)

04-Dec-2020



(ପ୍ରେରଣା ଖବର) ଲକ୍ଷ୍ମୀପୁର୪/୧୨: ଲକ୍ଷ୍ମୀପୁର ରେଲୱେ ଷ୍ଟେଷନର ଟ୍ରେନ୍‌ ଲାଇନ୍‌ରୁ ଜଣେ ବୃଦ୍ଧ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଶ୍ରମିକ ହେଲେ ନୂଆଁ ମାଝ, ରାୟଗଡା ଜିଲ୍ଳା କାଶିପୁର ବ୍ଲକ ଅଞ୍ଚଳରେ ତାଙ୍କ ଘର।ଲକ୍ଷ୍ମୀପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ। କିନ୍ତୁ ଏହି ଘଟଣା ରେଳବିଭାଗ ଅଧିନରେ ଘଟିଥିଲା। ତେଣୁ ଲକ୍ଷ୍ମୀପୁର ପୋଲିସ୍ ଫେରି ଆସିଥିଲା।*ପରବର୍ତ୍ତୀ ସମୟରେ କୋରାପୁଟରୁ ଜିଆରପି ପୋଲିସ୍ ଆସି ତଦନ୍ତ କରିବା ସହ ଶବ ବ୍ୟବଛେଦ ପାଇଁ ମୃତଦେହକୁ ପଠାଇଥିବା ଜଣାପଡିଛି।ପାରିପାର୍ଶ୍ବିକ ସ୍ଥିତିରୁ ଶ୍ରମିକଙ୍କୁ ହତ୍ୟା କରି ଟ୍ରେନ ଲାଇନ୍‌ରେ ପିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like