-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପୁରୁଷ ହକି ବିଶ୍ଵ କପ୍ ଟ୍ରଫି-୨୦୨୩ କୁ ନବରଙ୍ଗପୁର ଜିଲ୍ଲାରେ ଭବ୍ୟ ସ୍ଵାଗତ ପାଇଁ ଜିଲ୍ଲା ପ୍ରଶାସନ ର ପ୍ରସ୍ତୁତି

03-Jan-2023



ନବରଙ୍ଗପୁର: ଓଡ଼ିଶା ଆନ୍ତର୍ଜାତିକ ହକି ମହା ସଂଘ ଦ୍ଵାରା  ଆୟୋଜିତ ପୁରୁଷ ହକି ବିଶ୍ଵ କପ୍ ୨୦୨୩ କଳିଙ୍ଗ ଷ୍ଟାଡିୟମ୍ ଭୁବନେଶ୍ୱର ଓ ଓଡ଼ିଶାର ହକିର ଏନ୍ତୁଡ଼ିଶାଳ ସୁନ୍ଦରଗଡ଼ ରେ ଆସନ୍ତା ଜାନୁଆରୀ ୧୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା  ଏବଂ ଭୁବନେଶ୍ୱର ରେ ମ୍ୟାଚ୍  ଖେଳାଯିବ। ଏହି ଅବସରରେ ହକି ବିଶ୍ଵ କପ୍ ଟ୍ରଫି ୨୦୨୩ ରାଜ୍ୟର ବିଭିନ୍ନ ଜିଲ୍ଲା ପରିକ୍ରମା କରି ଆସନ୍ତା ୩୧.୧୨ ୨୦୨୨ ରିଖରେ ନବରଙ୍ଗପୁର ଜିଲ୍ଲା ରେ ଆସି ପହଞ୍ଚିବ। ହକି ପୁରୁଷ ବିଶ୍ଵ କପ୍ ଟ୍ରଫି କୁ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଦ୍ବାରା ଭବ୍ୟ ସ୍ଵାଗତ ପାଇଁ ଆବଶ୍ୟକ ଆନୁଷଙ୍ଗିକ ସମସ୍ତ ପ୍ରସ୍ତୁତି ସମ୍ପର୍କରେ ଆଜି ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ସୂଚନା ଦେଇଥିଲେ। ଏଥି ନିମନ୍ତେ ତା ୦୧/୦୧/୨୦୨୩ ନୂଆ ବର୍ଷ ରେ ସକାଳ ୭ ଘଟିକର ରାଜା ଚୈତନ୍ୟ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ରେ ଜିଲ୍ଲାସ୍ତରୀୟ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି, କ୍ରୀଡାବିତ୍, ଗଣ ମାଧ୍ୟମର ପ୍ରତିନିଧି, ସାଂସ୍କୃତିକ ଦଳ ଙ୍କ ଉପସ୍ଥିତିରେ ଏକ ବିରାଟ ସାଂସ୍କୃତିକ ଶୋଭାଯାତ୍ରାରେ ବାହାରି ମାଝୀ ଗୁଡ଼ା ଛକ ପର୍ଯ୍ୟନ୍ତ ପରିକ୍ରମା କରାଯାଇ କଳାହାଣ୍ଡି ଜିଲ୍ଲା ପରିକ୍ରମା ନିମନ୍ତେ ବିଦାୟ ଦିଆଯିବ। ହକି ବିଶ୍ଵ କପ୍ ର ପ୍ରସାର ପ୍ରଚାର କରିବା ପାଇଁ ଜିଲ୍ଲାରେ ଗ୍ରାମ ପଞ୍ଚାୟତ ସ୍ତରରୁ, ବ୍ଲକ୍ ଏବଂ ଜିଲ୍ଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ସ୍ଥିର କରାଯାଇଛି। ତା ୧୫,୧୬,୧୭.୦୧.୨୦୨୩ ତିନି ଦିନ ପର୍ଯ୍ୟନ୍ତ ସର୍କିଟ ହାଉସ ପାଖ ପଡ଼ିଆରେ ଏକ ମିନି ପଲ୍ଲୀ ଶ୍ରୀ ମେଳା ଅନୁଷ୍ଠିତ ହେବ। ଏଥିରେ ପୁସ୍ତକ ମେଳା, କୃଷି ଯନ୍ତ୍ରପାତି, ମିନା ବଜାର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ, ଏବଂ ପ୍ରୋଜେକ୍ଟ ଟର ମାଧ୍ୟମରେ ହକି ଖେଳର ସିଧା ପ୍ରସାରଣ ଦେଖିବାର ବ୍ୟବସ୍ଥା କରାଯିବ। ଗ୍ରାମ ପଞ୍ଚାୟତ ସ୍ତରରେ ସଚେତନ ପାଇଁ ଗ୍ରାମ ସଭା ର ଆୟାଜନ ମଧ୍ୟ କରାଯିବ। ଏହାକୁ ଅଧିକ ପ୍ରସାର ପ୍ରଚାର କରିବା ପାଇଁ ଖବର ଦାତା ସମ୍ବିଲନୀ ରେ ଜିଲ୍ଲାପାଳ ଡକ୍ଟର ମିଶ୍ର ଆହ୍ବାନ ଦେଇଛନ୍ତି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇ ତ, ଜିଲ୍ଲା କ୍ରୀଡ଼ା ଅଧିକାରୀ ମହେନ୍ଦ୍ର କୁମାର ସାହୁ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ, ସମସ୍ତ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ।

(ମିହିର ଶଙ୍କର ପାତ୍ର ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like