-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ହକି ବିଶ୍ୱକପ ଟ୍ରଫି କୁ ଭବ୍ୟ ସ୍ୱାଗତ - ଟ୍ରଫି କୁ ଦେଖିବା ପାଇଁ ପ୍ରବଳ ଜନସମାଗମ -

03-Jan-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଚଳିତ ପୁରୁଷ ବିଶ୍ୱ ହକି ମହାକୁମ୍ଭ ଆସନ୍ତା ୧୩ ତାରିଖ ରୁ ଓଡ଼ିଶାର ଭୁବନେଶ୍ୱର ଓ ରାଉରକେଲା ଠାରେ  ଆୟୋଜିତ ହେବାକୁ ଯାଉଅଛି l ଏଥି ପାଇଁ ସାରାରାଜ୍ୟରେ ହକିର ଉତ୍ସବ l ପଲ୍ଲୀ ରୁ ସହର ସବୁଠି ହକି କ୍ରେଜ l ବିଶ୍ଵହକି ଖେଳ ଉଦଘାଟନ ହେବା ଆଗରୁ ହକି ବିଶ୍ୱକପ ଟ୍ରଫି ରାଜ୍ୟର ସମସ୍ତ ଜିଲ୍ଳା ପରିକ୍ରମଣ କରୁଛି l ଏହି ପରିପ୍ରେକ୍ଷୀରେ ଆଜି

ହକି ବିଶ୍ୱକପ ଟ୍ରଫି କୁ ସୁବର୍ଣ୍ଣପୁର ଜିଲ୍ଳା ରେ ଉତ୍ସାହ ଉଦ୍ଦୀପନା ସହ ବିପୁଳ ଜନସମାଗମରେ ଭବ୍ୟ ସ୍ୱାଗତ କରାଯାଇଛି l ଆଜି ବୌଦ ଜିଲ୍ଲାରୁ ହକି ବିଶ୍ୱକପ ଟ୍ରଫି ଆସି ସୁବର୍ଣ୍ଣପୁର ଜିଲ୍ଲାର ତେଲନଦୀ ବ୍ରିଜ ଠାରେ ପ୍ରବେଶ କରିଥିଲା l ସେଠାରେ ଟ୍ରାଫିକୁ ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ୍ଷା, ସୁପାର ଠେଲା,  ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ ନିଶିପୁନମ ମିଞ୍ଜ,ଜିଲ୍ଳା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର,ପୌରାଧକ୍ଷା ସୋନପୁର ମ୍ୟୁନିସିପାଲିଟି ତାମସୀ ତମସ୍ମିତା ନାଏକ, ଜିଲ୍ଳା କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ଜିଲ୍ଲାର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ, ସମସ୍ତ ବ୍ଲକ ଅଧ୍ୟକ୍ଷ ଅଧ୍ୟକ୍ଷା,ସ୍ଥାନୀୟ ନେତୃବୃନ୍ଦ, ସମସ୍ତ ବିଡ଼ିଓ, ତହସିଲଦାର, ଜିଲ୍ଳା ତଥା ସହରର ବିଭିନ୍ନ ଅନୁଷ୍ଠାନ ର କର୍ମକର୍ତ୍ତା ପ୍ରମୁଖ ଙ୍କ ବିରାଟ ଜନ ସମାବେଶରେ ଭବ୍ୟ ସ୍ୱାଗତ କରାଯିବା ପରେ ସାଂସ୍କୃତିକ ଶୋଭାଯାତ୍ରା ଓ ଜନସାଧାରଣ, ଛାତ୍ର ଛାତ୍ରୀ ଙ୍କ ବିଶାଳ ପଟୁଆରରେ ସହର  ପରିକ୍ରମା କରାଯାଇଥିଲା l ଏହି ହକି ଟ୍ରଫି କୁ ସହରର ବିଭିନ୍ନ ଛକ ରେ ସ୍ୱାଗତ କରାଯିବା ସହ ଶୋଭାଯାତ୍ରା ପୂର୍ବକ ପାର୍କ ଛକ, ନଳିନୀ ଛକ, ବିଜୁ ପଟ୍ଟନାୟକ ଛକ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଛକ, କସ୍ତୁରୀ ହୋଟେଲ ଛକ, ପର୍ଶୁରାମ ଛକ, କଚେରୀ ଛକ, ଆମ୍ବେଦକର ଛକ, ବ୍ଲକ ଛକ ରାସ୍ତାରେ ବୁଢାରଜା ଛକ ଓ ଶେଷରେ ମହାନଦୀ ବ୍ରିଜ ଛକରେ ପହଂଚି ଥିଲା l ଶୋଭାଯାତ୍ରାରେ ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ, ପୋଲିସ ପ୍ରଶାସନ, ଜନପ୍ରତିନିଧି, ସ୍କୁଲ ଓ ମହା ବିଦ୍ୟାଳୟ ର

ଛାତ୍ର ଛାତ୍ରୀ, ବିଭିନ୍ନ ଅନୁଷ୍ଠାନ, ବରିଷ୍ଠ ନାଗରିକ, ସାମ୍ବାଦିକ, ଜିଲ୍ଲାର ଜନସାଧାରଣ ପ୍ରମୁଖ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସାମିଲ ରହିଥିଲେ l ହକି ବିଶ୍ୱକପ ଟ୍ରଫି ମହାନଦୀ ଛକ ରେ ପହଁଚିଲା ପରେ ସେଠାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା l ଜିଲ୍ଲାର ପ୍ରତିଭାବାନ କୁନି ସନ୍ତରଣକାରୀ ଜଳପରୀ ରାଧାରାଣୀ ରାଜେଶ୍ବରୀ ସେଠୀଙ୍କୁ ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା l ପରେ ପରେ ମହାନଦୀ ବ୍ରିଜ ରେ ଟ୍ରଫି କୁ ଶୋଭାଯାତ୍ରା ରେ ନିଆଯାଇ ସୁ ସ୍ୱାଗତ ସନ୍ତକ ସ୍ୱରୂପ ନୀଳ ଆକାଶକୁ ରଙ୍ଗ ବେରଙ୍ଗର ବେଲୁନ ଛଡାଯାଇ ହକି ଖେଳର ମହନୀୟତା କୁ ପ୍ରଦର୍ଶନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like