-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଖୁଣ୍ଟିଆ ଗ୍ରାମ ଠାରେସାବେତ୍ରୀବାଇ ଜ୍ୟୋତି ରାଓ ଙ୍କ ଜନ୍ମ ଦିବସ ପାଳିତ

04-Jan-2023



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
୩ ଜାନୁୟାରୀ ମଙ୍ଗଳବାର ଦିନ କଳାହାଣ୍ଡି ଜ଼ିଲ୍ଲା  କୋକସରା ବ୍ଲକ ଖୁଣ୍ଟିଆ ଗ୍ରାମର ମିଶନ ଶକ୍ତି ସଭା ଗୃହରେ କୋକସରା ବ୍ଲକ ନାଗରିକ ବିକାଶ ସଂଘଠନ ପକ୍ଷରୁ ସ୍ବର୍ଗତ ସାବେତ୍ରିବାଇ ଫୁଲେ ଙ୍କ ଜନ୍ମଦିନ ପାଳନ କରାଯାଇଛି |ସାବତ୍ରୀ ବାଇ ଥିଲେ ଇତିହାସ ପ୍ରସିଦ୍ଧ ଭାରତୀୟ ଶିକ୍ଷିକା |ସମାଜ ସୁଧାରିକା ତଥା କବୟିତ୍ରୀ ଥିଲେ |ବିଟ୍ରିଶ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତି ରାଓ ଗୋବିନ୍ଦ ରାଓ ଫୁଲେଙ୍କ ସମେତ ମିଶି ମହିଳା ମାନଂକୁ ଅଧିକାର ଏବଂ ଶିକ୍ଷା ପାଇଁ କାର୍ଯ୍ୟ କରିଥିଲେ |ସାବେତ୍ରୀ ବାଇ ଭାରତର ପ୍ରଥମ ବାଳିକା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷୟତ୍ରୀ ଥିଲେ |ତାଙ୍କୁ ଲୋକେ ଆଧୁନିକ ମରାଠୀ କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି |ସମାଜରେ ମହିଳା ମାନେ କିପରି ଭାବେ ଅଗ୍ରଗତି କରିପାରିବେ ସେହି ବିଷୟକୁ ନେଇ ତାଙ୍କର ବହୁ ଉଦ୍ୟମ ରହି ଆସିଅଛି ବୋଲି ନାଗରିକ ବିକାଶ ସଙ୍ଘଠନ ର କର୍ମ କର୍ତ୍ତା ମାନେ ଉପସ୍ଥିତ ଥିବା ମହିଳା ମାନଙ୍କୁ ବୁଝାଇ ତାଙ୍କ ପ୍ରେରଣା କୁ ଅନୁସରଣ କରି ଓ ସମାଜ ର କିପରି ଅଗ୍ରଗତି ହେବ ସେହି ବିଷୟରେ ଆଲୋଚନା କରାଯାଇଥିଲା |ଏହି ଜନ୍ମଦିନ ରେ କୋକସରା ବ୍ଲକ ନାଗରିକ ବିକାଶ ସଙ୍ଘଠନ ର ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ, ଜନସାଥୀ ତ୍ରିନାଥ ବେଶ୍ରା, ମୁକ୍ତା ଠାକୁର, ଉର୍ମି ଲିଡର ବୀଣାପାଣି ସୁନାନୀ ପ୍ରେମଶିଲା ପାଣିଗ୍ରାହୀ, ଓମେନ ଲିଡର ଗୀତାଞ୍ଜଳି ଗୋପାଳ, ସଂଯୁକ୍ତା ସିଂ, ସଜମନୀ ମେହେର, ହେମଲତା ଧରୁଆ, ବନିତା ସୁନାନୀ, ଚଞ୍ଚଲା ଧରୁଆ, ନିର୍ମଳା ଧରୁଆ, କେତକୀ ମେହେର ଙ୍କ ସହ ଗାଁର ଭଦ୍ର ବ୍ୟକ୍ତି ମାନେ ଉପସ୍ଥିତ ରହି ସାବେତ୍ରିବାଇ  ପୂନ୍ୟ ମହିଳା ଙ୍କ ଜନ୍ମଦିନ ପାଳନ କରି ଥିଲେ |ଶେଷରେ ପ୍ରତେକ ଲୋକେ ମିଠା ଖାଇ ଖୁସି ମନାଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like