-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଅଇଁଠାପାଲି ଛକରେ ପୁଣି ଦୁର୍ଘଟଣା, ଟ୍ରକ୍‌ ଧକ୍କାରେ ଛାତ୍ରୀ ମୃତ I

04-Jan-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ଅଇଁଠାପାଲି ଛକରେ ମଙ୍ଗଳବାର ପୁଣି ଏକ ସଡ଼କ ଦୁର୍ଘଟଣା ଘଟିଛି I ଦୁର୍ଘଟଣାରେ ଜଣେ କଲେଜ୍‌ ଛାତ୍ରୀଙ୍କ ଅକାଳ ମୃତ୍ୟୁ ଘଟିଛି I ମୃତ ଛାତ୍ରୀ ଜଣକ ହେଉଛନ୍ତି କ୍ଷେତରାଜପୁର ଥାନା ପୋଦ୍ଦାର କଲୋନିର ଅଭିମନ୍ୟୁ ଭଗତଙ୍କ ବଡ଼ ଝିଅ ସୋନାଲ ଭଗତ(୨୧) I ଛାତ୍ରୀଙ୍କ ମୃତ୍ୟୁ ପରେ ଅଇଁଠାପାଲି ଛକରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ I ସୂଚନା ଅନୁଯାୟୀ, ବୁଢ଼ାରଜା ସ୍ଥିତ ରାଜକୁମାର କଲେଜ୍‌ ଅଫ୍‌ ଆଇଟି ମ୍ୟାନେଜ୍‌ମେଣ୍ଟରେ ବିସିଏ ଦ୍ବିତୀୟ ବର୍ଷର ଛାତ୍ରୀ ହେଉଛନ୍ତି ସୋନାଲ। ମଙ୍ଗଳବାର ସକାଳ ସାଢ଼େ ୧୦ଟାରେ ତାଙ୍କର ପ୍ରଥମ କ୍ଲାସ୍‌ ଥିଲା। କଲେଜ୍‌ ଆସୁଥିବା ବେଳେ ଅଇଁଠାପାଲି ଛକରେ ସକାଳ ୧୦ଟା ପାଖାପାଖି ଏକ ଟ୍ରକ୍‌(ଓଡି ୧୯ଜି ୬୭୭୬) ତାଙ୍କ ସ୍କୁଟି(ଓଡି ୧୫ଏନ୍‌ ୭୮୧୧)କୁ ଧକ୍କା ଦେଇଥିଲା। ଟ୍ରକ୍‌ଟି ଧକ୍କା ଦେବା ପରେ ସୋନାଲଙ୍କୁ ଚଢ଼ାଇ ଦ୍ରୁତ ଗତିରେ ଚାଲି ଯାଇଥିଲା। ସୋନଲଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫେରାର୍‌ ହୋଇଯାଉଥିବା ଟ୍ରକ୍‌କୁ ପୋଲିସ ପିଛା କରି ଭାଲୁପାଲି ନିକଟରେ ଧରିଥିଲା। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଟ୍ରକ୍‌ ଚାଳକ ଢେଙ୍କାନାଳ ବାଲିମି ଥାନା ଗୁଲେହି ଗାଁର ଅଶ୍ବିନୀ ସିଂକୁ ପୋଲିସ ଗିରଫ କରିଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like