-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||     

HOME   ଜିଲ୍ଲା

ଓଡ଼ଗାଁ ତହସିଲଦାରଙ୍କୁ ନୋଟିସ୍ ଜାରି କଲେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ

04-Jan-2023



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ତହସିଲ ଅଧିନରେ ଥିବା ୭୦ରୁ ଉର୍ଦ୍ଧ ଖଣିରୁ ବେଆଇନ୍ ଭାବେ ମାଙ୍କଡ଼ା ପଥର ଚୋରା ଚାଲାଣ କରାଯାଇ ରାଜ୍ୟ ସରକାରଙ୍କ କୋଟି କୋଟି ଟଙ୍କାର ରାଜସ୍ୱ ହରିଲୁଟ୍ କରୁଥିବା ନେଇ ଖବର ପ୍ରକାଶତି ହେବା ପରେ ତହସିଲ ପ୍ରଶାସନର ଓ ଦଲାଲଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଥିଲା । ଯାହାକୁ ନେଇ ଦଲାଲଙ୍କ କୁଟଚକ୍ରାନ୍ତରେ କିଛି ଗଣମାଧ୍ୟମ ପ୍ରତିନିଧି ଏହାକୁ ସହ୍ୟ କରି ନପାରି କପୋଳକଳ୍ପିତ ଖବର ପ୍ରକାଶ କରାଯାଇଛି ବୋଲି ନିଜ ନିଜ ଗଣମାଧ୍ୟମରେ ସ୍ଥାନୀତ କରିଥିଲେ । ତେବେ କିଏ କପୋଳକଳ୍ପିତ ଖବର ପ୍ରକାଶ କରୁଥିଲେ ତାହା ଜିଲ୍ଲାପ୍ରଶାସନର ସୂଚନା ସ୍ପଟ କରିଛି । ଖବର ପ୍ରକାଶନ ପରେ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଓ ଉପ ଜିଲ୍ଲାପାଳ ଶଶିକାନ୍ତ ରାୟ ଓଡ଼ଗାଁ ଗସ୍ତ କରିଥିଲେ ।  ବିଭିନ୍ନ ସ୍ଥାନକୁ ଯାଇ ଟିକିନିକି ପରଖିବା ପରେ ଓଡ଼ଗାଁ କୋମଣ୍ଡ ସ୍ଥିତ ମାଙ୍କଡ଼ା ପଥର ଖଣିରେ ଅନିୟମିତତା ହେଉଥିବାର ଦେଖିବା ପରେ କୋମଣ୍ଡ ଆରଆଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିବା ସହ ଓଡ଼ଗାଁ ତହସିଲଦାରଙ୍କୁ ଏକ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି । ତାସହିତ ତହସିଲଦାରଙ୍କ ନାମରେ ଏକ ପ୍ରୋସିଡିଂ ପାଇଁ ଉପଜିଲ୍ଲାପାଳ ଶଶିକାନ୍ତ ରାୟଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଗଠନ କରାଯାଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ ୧୫ଦିନ ଭିତରେ ରିପୋର୍ଟ ଦେବାକୁ ଜିଲ୍ଲାପାଳ ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026

You Might Also Like