-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ପରଲୋକର ଭଦ୍ରକ ଓକିଲ ସଂଘ ର ସଭାପତି

04-Jan-2023



ଭଦ୍ରକ(ପ୍ରେରଣା ଖବର) : ଆଉ ନାହାଁନ୍ତି ଭଦ୍ରକର ବରିଷ୍ଠ ଅଧିବକ୍ତା ଓକିଲ ସଂଘର ସଭାପତି ଦିଲ୍ଲିପ ମହାପାତ୍ର । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇ ଯାଇଛି । ସେ କର୍କଟ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଚିକିତ୍ସିତ ହେଉଥିଲେ । ଆଜି ମଧ୍ୟାହ୍ନରେ ତାଙ୍କର ମୃତ୍ୟୁ ଘଟିଛି । ୧୯୬୧ ମସିହାରେ ଜନ୍ମ ଗ୍ରହଣ କରିଥିବା ବେଳେ ୧୯୮୯ ରୁ ଓକିଲାତି ବୃତ୍ତି ଆରମ୍ଭ କରିଥିଲେ ।

ସେ କଲେଜ ସମୟରୁ ଛାତ୍ର ନେତା ଠାରୁ ଆରମ୍ଭ କରି କଂଗ୍ରେସ ସରକାର ବେଳେ ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ସମୟରେ ବେନ୍ତାଳ ପଞ୍ଚାୟତର ସରପଞ୍ଚ ହୋଇଥିଲେ । ଭଦ୍ରକ ଓକିଲ ସଂଘର ୨ ଥର ସଭାପତି, ୨ ଥର ସଂପାଦକ ଓ ଉପସଭାପତି ଭାବରେ ଅନେକ ଥର ନିର୍ବାଚିତ ହୋଇ ସମସ୍ତଙ୍କର ପ୍ରିୟ ପାତ୍ର ହୋଇଥିଲେ । ଏ ବର୍ଷ ସଭାପତି ଭାବେ ନିର୍ବାଚିତ ହୋଇ ନିଜ କାର୍ଯ୍ୟ ତୁଲାଇ ଆସୁଥିଲେ । ତାଙ୍କର ୨ ପୁଅ ଓ ୨ ଝିଅ ଅଛନ୍ତି ।

ତାଙ୍କ ଦେହାନ୍ତ ଖବର ପାଇ ଭଦ୍ରକ ଜିଲ୍ଲା ଜଜ ପ୍ରଦ୍ୟୁମ୍ନ କୁମାର ନାୟକ, ବରିଷ୍ଠ ଅଧିବକ୍ତା ନିରାକାର ଜେନା, ଓକିଲ ସଂଘର ସଂପାଦକ ସୂର୍ଯ୍ୟକାନ୍ତ କୁଅଁର, ଉପସଭାପତି ଗୋପବନ୍ଧୁ ଦିକ୍ଷିତ, ବିଧାୟକ ସଂଜିବ ମଲ୍ଲିକ, ସାଂସଦ ମଂଜୁଲତା ମଣ୍ଡଳ, ବିଜେପି ଭଦ୍ରକ ଜିଲ୍ଲା ସଭାପତି ହେମନ୍ତ ପାଢୀଙ୍କ ସମେତ ବହୁ ରାଜନେତା ଶୋକ ପ୍ରକାଶ କରିଛନ୍ତି । ତେବେ ଜନ୍ମସ୍ଥାନ ବେନ୍ତାଳକୁ ନିଆଯାଇ ପଂଚାୟତ ପରିକ୍ରମା କରାଯିବା ପରେ ଶେଷକୃତ୍ୟ ସଂପର୍ଣ୍ଣ କରାଯାଇଥିଲା। ମହାପାତ୍ରଙ୍କ ଦେହାନ୍ତରେ ଆସନ୍ତାକାଲି ଭଦ୍ରକ କୋର୍ଟ  କାର୍ଯ୍ୟ ବନ୍ଦ ରହିବ ବୋଲି ଜଣା ପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like