-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||     

HOME   ଖେଳ

କୋଚ ଶିବପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ  ଦ୍ୱିତୀୟ ସେମିଫାଇନାଲ ରେ ନକଟାସର କୁ ହରାଇ ଖଲିଆପାଲି ବିଜୟୀ

04-Jan-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ନିକଟସ୍ଥ ଖଲିଆପାଲି ଆମ୍ବେଦକର ଷ୍ଟାଡିଅମ ଠାରେ ଜଗନ୍ନାଥ ସ୍ପୋର୍ଟିଂ କ୍ଲବ ଖଲିଆପାଲି ଓ ସ୍ପୋର୍ଷ୍ଟ ହଷ୍ଟେଲ ବଲାଙ୍ଗିର ମିଲିତ ଆନୁକୁଲ୍ୟରେ ତୃତୀୟ ବର୍ଷ କୋଚ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେନ୍ଟ ଦ୍ୱିତୀୟ ସେମିଫାଇନାଲରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଫରେଷ୍ଟର ବ୍ୟାସଦେବ ସାହୁ ଯୋଗ ଦେଇ ଥିଲେ । ସମ୍ମାନିତ ଅତିଥି ବରିଷ୍ଠ ଆଇନଜିବୀ କୃଷ୍ଣ ପ୍ରସାଦ ମିଶ୍ର ଓ କ୍ରୀଡା ସଂସଦର ବରିଷ୍ଠ ସଦସ୍ୟ ଡା. ସିଦ୍ଧେଶ୍ୱର ମିଶ୍ର ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । କମିଟି ସଭାପତି ନାରାୟଣ ବିଶ୍ୱାଲଙ୍କ ଙ୍କ ତତ୍ୱାବଧାନରେ ଅନୁଷ୍ଟିତ ଏହି ଖେଳରେ ଖଲିଆପାଲି ବନାମ ନକଟାସର ନିର୍ଦ୍ଧାରିତ ସମୟ ମଧ୍ୟରେ ୧-୧ ଗୋଲରେ ଡ୍ର ରହିଥିଲେ । ଟ୍ରାଇବ୍ରେକର ଖଲିଆପାଲି ଜେଏସ୍‌ସି ୪-୨ ଗୋଲରେ ନକଟାସରକୁ ହରାଇ ଦ୍ୱିତୀୟ ଦଳ ଭାବରେ ଫାଇନାଲକୁ ଉନ୍ନିତ ହୋଇଛି । ଖେଳକୁ ସଂଜିବ ମହାରଣା, ପ୍ରଫୁଲ୍ଲ ବଗର୍ତ୍ତି, ଶ୍ରବଣ କୁମାର ବାଗ ଓ ବିଜୟ କୁମାର ରଣା ପରିଚାଳନା କରିଥିଲେ । ଆଜିର ଖେଳରେ ଖଲିଆପାଲି ଦଳର ଗୋଲକିପର ସରୋଜ ପ୍ରଧାନ ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହୋଇଥିଲେ । କମିଟିର ବିଶ୍ୱନାଥ ସୁନା, ଜନାର୍ଦ୍ଦନ ପାଣ୍ଡେ, କହ୍ନାଇ ଗଡତିଆ, ପ୍ରସାନ୍ତ ପଧାନ, ସୁର୍ଯ୍ୟମଣୀ ସୁନା, ସଚ୍ଚିଦାନନ୍ଦ ଭୁକ୍ତା, ଅନୁପ କୁମାର ସାଏ, ସୁକଦେବ ସାହୁ, ଚିତ୍ତ ବିଶ୍ୱାଲ, ବିକାଶ ପ୍ରଧାନ, ପ୍ରଦୀପ ବାଗ ଏବଂ ମନ ବିଶ୍ୱାଲ ପ୍ରମୁଖ କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ । ୫ ତାରିଖ ଗୁରୁବାର ଦିନ ଜେଏସ୍‌ସି ଖଲିଆପାଲି ବନାମ ତେନ୍ତେଲଖୁଣ୍ଟି ମଧ୍ୟରେ ଫାଇନାଲ ଖେଳ ହେବ ବୋଲି କମିଟି ସଂପାଦକ ଅଭିମନ୍ୟୁ ପାଣ୍ଡେ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026
  ଜିଲ୍ଲା  
ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   13-Mar-2026
  ଜିଲ୍ଲା  
*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   13-Mar-2026
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ   13-Mar-2026
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026

You Might Also Like