-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ରେଗେଡା ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ନାଚରେ ଦୁଲୁକିଲା ମଞ୍ଚ।

04-Jan-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରେଗଡା ହାଇ ସ୍କୁଲ ପଡିଆ ଠାରେ  ରେଗଡା ସରପଞ୍ଚ ଦୀପ୍ତିରାଣୀ ସାହୁ ଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ଉପଜିଲ୍ଲାପାଳ ଡଃ ବିଶ୍ବଜିତ ଦାଶ  ,ସମ୍ମାନିତ ଅତିଥି ବ୍ଲକ ଅଧକ୍ଷ୍ୟା କୁନି ସାହୁ,କର୍ଲାମୁଣ୍ଡା ତହସିଲଦାର ମିଲନ କୁମାର ଝାଙ୍କର ,ଅତିରିକ୍ତ ବ୍ଲକ ଶିକ୍ଷାଅଧିକାରୀ ସହଦେବ ସୁନା,ଖ‘ଯୋନ ଜିଲ୍ଲାପରିଷଦ ସଭ୍ୟ ସୁରେଶଚୌଧୁରୀ,ସମିତି ସଭ୍ୟ ଗେଲ କମ୍ଫ ,ମ ରାମପୁର ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ବିନୟ କୁମାର ଭୋଇ,ଡଃ ବିଜୟ କମ୍ଫ ,ମୁଖ୍ୟବକ୍ତା ଭାବେ ପଦ୍ମ ଲୋଚନ ମିଶ୍ର  ଯୋଗ ଦେଇ କଳାହାଣ୍ଡିର କଳା ସଂସ୍କୃତି ଓ ପରମ୍ପରା କୁ ଲୋକ ଲୋଚନ କୁ ଆଣିବାର ଏଭଳି ପ୍ରୟାସ ରେ ଜନସାଧାରଣ ଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ।  ତେବେ ନିଆରା ଢଙ୍ଗରେ ପରିବେଶ ଓ ସ୍ବଚ୍ଛତା ନେଇ ବୃକ୍ଷ ରୋପଣ କରିବା କୁ  ରେଗେଡା ସରପଞ୍ଚ ସମସ୍ତ ଙ୍କୁ ଅନୁରୋଧ କରିବା ସହ ବୃକ୍ଷ ପ୍ରଦାନ କରିଥିଲେ।

ଏହି ଅବସରରେ ପୂର୍ବତନ ବ୍ଲକ ଅଧକ୍ଷ ଅରବିନ୍ଦ ଚୌଧୁରୀ,ପୂର୍ବତନ ସରପଞ୍ଚ ପବିତ୍ର ସାହୁ,ନିଲାମ୍ବର ବେହେରା, ସୁଶାନ୍ତ ପରିଡା,ସୁରେସ ଚୌଧୁରୀ,ହିରାମଣୀ ସାହୁ,ନିଶାମଣୀ ସାହୁ,ଅବସର ପ୍ରାପ୍ତ ଶିକ୍ଷକ ଗୌରାଙ୍ଗ କମ୍ଫ ପ୍ରମୁଖ ଙ୍କୁ ସମ୍ମାନିତ ସମ୍ମାନିତ କରାଯାଇଥିଲା ।ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରୀ ଛାତ୍ର ଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ରେ ଅଧ୍ୟାପକ ପ୍ରଶାନ୍ତ ଦାଶ ମଞ୍ଚ ପରିଚାଳନା କରିଥିବା ବେଳେ ପିଇଓ ବିଜୟ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଗ୍ରାମରୋଜଗାର ସେବକ ଛାୟାକାନ୍ତ ସାହୁ,ଶିକ୍ଷକ ଇଶ୍ୱର ମହାକୁର,ନାଏବ ସରପଞ୍ଚ ସନ୍ଧ୍ୟା ବାଗ, ସିଆରସିସି ସଞ୍ଜୟ କୁମାର ଦାସ ଙ୍କ ସମେତ ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ,ୱାର୍ଡ ମେମ୍ବର,ଗ୍ରାମବାସୀ ସହଯୋଗ କରିଥିଲେ। ଛାତ୍ରୀ ଛାତ୍ର ଙ୍କ ଦ୍ଵାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନ ମୋହିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like