-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଫାର୍ମାସିଷ୍ଟଙ୍କ ଅସଦାଚରଣ ଅଭିଯୋଗ, କାର୍ଯାନୁଷ୍ଠାନ ଦାବି I

04-Jan-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଫାର୍ମାସିଷ୍ଟ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି I ଖବର ଅନୁଯାୟୀ ଜଣେ ନାବାଳିକା ଛାତ୍ରୀଙ୍କୁ ବାନ୍ତି ହେବାରୁ ତାଙ୍କ ବାପା ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ବହିରବିଭାଗରେ କାର୍ଯ୍ୟରତ ଥିବା ଡାକ୍ତର ସୁଚିତ୍ରା ସାହୁଙ୍କୁ ଦେଖାଇଥିଲେ I ନାବାଳିକାଙ୍କ ସ୍ଵାସ୍ଥ୍ୟ ଯାଞ୍ଚ ପରେ ତାଙ୍କ ବାପା ନିରାମୟ ଔଷଧ ବିତରଣ କେନ୍ଦ୍ରକୁ ଔଷଧ ଆଣିବାକୁ ଯାଇଥିଲେ I ତେବେ ସେଠାରେ ଉପସ୍ଥିତ ଫାର୍ମାସିଷ୍ଟ ବାବୁ ଜଣକ ଡାକ୍ତର ଲେଖିଥିବା ଔଷଧ ନ ଦେଇ ଅନ୍ୟ ଔଷଧ ଦେଇଥିଲେ I ଡାକ୍ତର ଲେଖି ନ ଥିବା ଔଷଧ ଆପଣ କେମିତି ଦେଲେ ବୋଲି ପଚାରିବାରୁ ଫାର୍ମାସିଷ୍ଟ ବାବୁ ଜଣକ ରାଗି ଯାଇ "ଜେନ୍ ଡାକ୍ତର ଉଷୋ ଲେଖିଛେ ତାକେ ପଚାର" ବୋଲି କହି ଡାକ୍ତରଙ୍କୁ ମଧ୍ୟ ଅସଦାଚରଣ କରିବାକୁ ପଛାଇ ନ ଥିଲେ  I ଡାକ୍ତର ସାହୁଙ୍କୁ  ଆସି ଔଷଧ ଦେଖାଇବାରୁ ଏହି ଔଷଧ ମୁଁ ତ ଲେଖି ନାହିଁ ଏହା ଆପଣଙ୍କୁ କିଏ ଦେଲା ବୋଲି କହି ଏହି ଔଷଧ ନ ଥିଲେ ଅନ୍ୟ ଏକ ଔଷଧ ନେବାକୁ ଲିଖିତ ପରାମର୍ଶ ଦେଇଥିଲେ I ତେବେ ପୁନଶ୍ଚ ଔଷଧ ଆଣିବାକୁ ଯିବାରୁ ସମ୍ପୃକ୍ତ ଫାର୍ମାସିଷ୍ଟ ପୂର୍ବରୁ ଦେଇଥିବା ଔଷଧ ହାତରୁ ଟାଣି ନେବା ସହ ଔଷଧ ନାହିଁ ବୋଲି କହି  "ଡାକ୍ତର କ'ଣ ଲେଖିଛନ୍ତି ରୋଗୀ ଜାନ୍ ବାର ଅଧିକାର ନାହିଁ" ବୋଲି କହିଥିଲେ I ଏହି ସମୟରେ  ମୋନାଲିସା ବାରିକ ନାମକ ଜଣେ ମହିଳା ଫାର୍ମାସିଷ୍ଟ ଆସି କଥାକୁ ସମାଧାନ ପାଇଁ ଚେଷ୍ଟା କରିଥିଲେ I ତେବେ ଖବର ନେବାରୁ ଜଣାଯାଇଛି ଯେ ତଥାକଥିତ ଫାର୍ମାସିଷ୍ଟ ବାବୁଙ୍କ ଏଠାରେ ଡ୍ୟୁଟି ନ ଥିଲା I ମାତ୍ର, କେଉଁ ଅଧିକାରରେ ସେ ସେଠାରେ କାହିଁ କେତେ ସମୟରୁ ଡ୍ୟୁଟି କରୁଥିଲେ ତାହା ଡାକ୍ତରଖାନା କର୍ତୃପକ୍ଷଙ୍କୁ ଜଣା I  ଅସଦାଚରଣ କରିଥିବା ନେଇ ଛାତ୍ରୀଙ୍କ ବାପା ଆଜି ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଲିଖିତ ଅଭିଯୋଗ କରିବା ସହିତ ଫାର୍ମାସିଷ୍ଟଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ନେବାକୁ ଦାବି କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like