-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

ଛତାମଖନା ଜୁନିୟର କଲେଜରେ ରେଡକ୍ରସ ର ଇଣ୍ଡକ୍ସନ ସଭା

04-Jan-2023



ବଲାଙ୍ଗୀର(ପ୍ରେରଣା ଖବର) ଆଜି ସ୍ଥାନୀୟ ଛତାମଖନା ସ୍ଥିତ ଯୁଧିଷ୍ଠିର ଜୁନିୟର କଲେଜରେ ଯୁବ ରେଡକ୍ରସ ଓଡିଶା ରାଜ୍ୟ ଶାଖା ପକ୍ଷରୁ ଏକ ଇଣ୍ଡକ୍ସନ ସଭା ଅନୁଷ୍ଠିତ ହୋଇଯାଇଛି । ରେଡକ୍ରସର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଡଙ୍କ  ସ୍ଫୁଟଚିତ୍ରରେ ମାଲ୍ୟାର୍ପଣ ପୂର୍ବକ ପୂଜାର୍ଚ୍ଚନାପରେ ମଞ୍ଚାସୀନ ଅତିଥି ମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁଦାମ ଚରଣ ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ମାନୀତ ଅତିଥି ଭାବରେ ରାଜନୀତି ବିଜ୍ଞାନର ଅଧ୍ୟାପିକା ଶ୍ରୀମତୀ ପଦ୍ମାଳୟ ତ୍ରିପାଠୀ ଯୋଗ ଦେଇ ରେଡକ୍ରସର ସ୍ୱାସ୍ଥ୍ୟ, ସେବା ଓ ବନ୍ଧୁତା ଉପରେ ଗୁରୁତ୍ୱାରୋପ କରିଥିଲେ । ବଲାଙ୍ଗୀର ଜିଲ୍ଲା ଯୁବ ରେଡକ୍ରସର ଜିଲ୍ଲା ସଂଯୋଜକ ଡ. ଦୈତ୍ୟାରୀ ପୂଜାରୀ ମୁଖ୍ୟବକ୍ତା  ଭାବରେ ଯୋଗ ଦେଇ ରେଡକ୍ରସର ଉତ୍ପତ୍ତି, ଇତିହାସ, ଲକ୍ଷ୍ୟ ଓ କାର୍ଯ୍ୟପନ୍ଥା ବିଷୟରେ ଉପସ୍ଥିତ ସ୍ୱେଚ୍ଛାସେବୀମାନଙ୍କୁ ବିଶଦ୍ ଭାବରେ ଅବଗତ କରାଇଥିଲେ । ଅନ୍ୟତମ ଅତିଥି ଭାବରେ ଓଡିଆ ଅଧ୍ୟାପିକା ଶ୍ରୀମତୀ ଚାରୂଲତା ମିଶ୍ର ଯୋଗ ଦେଇ ରେଡକ୍ରସରେ ସ୍ୱେଚ୍ଛାସେବୀ ଭାବରେ ଅଂଶ ଗ୍ରହଣ କଲେ କି କି ଲାଭ ହେବ ସେ ବିଷୟରେ ଆଲୋଚନା କରିଥିଲେ । ଉକ୍ତ ଅନୁଷ୍ଠାନରେ ଏହି ବର୍ଷ ପାଇଁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ର ଛାତ୍ରୀମାନଙ୍କୁ ନେଇ ଦୁଇଟି ଶାଖା ଖୋଲାଯାଇଅଛି । ପ୍ରତ୍ୟେକ ଶାଖାରେ ୩୦ଜଣ ଲେଖାଏଁ ସ୍ୱେଚ୍ଛାସେବୀ ଅଂଶଗ୍ରହଣ କରିଛନ୍ତି । ସଂପୂର୍ଣ୍ଣ କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ପ୍ରେମାନନ୍ଦ ବିଶି ପରିଚାଳନା କରିଥିଲେ । ଡ. ଧନଞ୍ଜୟ ସେଠ ଡ. ପବିତ୍ର କୁମାର ଦଣ୍ଡସେନା ଦୂର୍ବାଦଳ ମିଶ୍ର, ଦୀଗାମ୍ବର ପାଣ୍ଡେ, ଦୁଃଖୀଶ୍ୟାମ ବାଗ ପ୍ରମୁଖ ସହ ଯୋଗ କରିଥିଲେ । ମଞ୍ଚାସୀନ ଅନ୍ୟତମ ବକ୍ତା ଅର୍ଥନୀତି ବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ରାଧାକାନ୍ତ ସାହୁଙ୍କ ଧନ୍ୟବାଦ ଅର୍ପଣ ପରେ ସଭାକାର୍ଯ୍ୟ ସମାପିତ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like