-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   (14-Mar-2026)       ||      ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   (14-Mar-2026)       ||      *ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||     

HOME   ଦେଶ ବିଦେଶ

କୋଲକାତା: ଡିଜେ ବଜାଇବାକୁ ମନା କରିବାରୁ ଟିଏମ୍‌ସି ନେତାଙ୍କୁ ନିଷ୍ଠୁର ଭାବେ ପିଟିପିଟି ହତ୍ୟା

05-Jan-2023



କୋଲକାତା: ଡିଜେ ବଜାଇବାକୁ ମନା କରିବାରୁ ଟିଏମ୍‌ସି ନେତାଙ୍କୁ ଅତି ନିଷ୍ଠୁର ଭାବେ ପିଟିପିଟି ମାରିଦେଲେ କିଛି ଯୁବକ ପଶ୍ଚିମବଙ୍ଗ ମାଲଦାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ଟିଏମ୍‌ସି ଡେପୁଟି ଚିଫ୍‌ ଅଫଜଲ ମୋମୀନଙ୍କୁ ପିଟିପିଟି ମାରିଦେଇଛନ୍ତି ଉଦ୍‌ଭ୍ରାନ୍ତ ଯୁବକମାନେ। ମୋଥା ବାରି ପୁଲିସ ଷ୍ଟେସନ୍‌ରେ ଏଭଳି ଘଟଣା ଘଟିଛି।

ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଆଇନ ଶୃଙ୍ଖଳା ବଜାଇ ରଖିବାକୁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ବହୁସଂଖ୍ୟାର ପୁଲିସ ମୁତୟନ କରାଯାଇଛି।

ଖବର ଅନୁସାରେ, କୈଳାଶୀଜୀବ୍ଲକ୍‌ର ରଥ ବାରୀ ଗ୍ରାମ ପଞ୍ଚାୟତର ଟିଏମ୍‌ସି ଡେପୁଟି ଚିଫ୍ ହେଉଛନ୍ତି ଅଫଜଲ ମୋମିନୀ। ଗାଁରେ କିଛି ଯୁବକ ବାରମ୍ବାର ଡିଜେ ବଜାଇ ହୋହାଲ୍ଲା କରୁଥିଲେ। ଏଥିରେ ଗ୍ରାମବାସୀ ଅସନ୍ତୁଷ୍ଟ ଥିଲେ। ମଙ୍ଗବାର ସକାଳେ ଯୁବକମାନେ ଡିଜେ ବଜାଇ ନାଚଗୀତ କରିବାରୁ ଗ୍ରାମବାସୀ ଏହାକୁ ବନ୍ଦ କରିବାକୁ କହିଥିଲେ। ଏଥିରେ ଯୁବକମାନେ ଡିଜେ ବନ୍ଦ କରି ଚାଲିଯାଇଥିଲେ।

ହେଲେ ରାତିରେ ପୁଣିଥରେ ଆହୁରି ଅଧିକ ଯୁବକ ଆସି ଡିଜେ ବଜାଇ ନାଚଗୀତ ଆରମ୍ଭ କରିଥିଲେ। ଫଳରେ ଗ୍ରାମବାସୀ ଓ ଯୁବକମାନଙ୍କ ମଧ୍ୟରେ ମାର୍‌ପିଟ ଆରମ୍ଭ ହୋଇଥିଲା। ଏଥିରେ ଅଫଜଲ ମୋମିନୀ ମଧ୍ୟ ସାମିଲ୍ ଥିଲେ। ଡିଜେ ବଜାଇବାକୁ ମନା କରିବାରୁ ତାଙ୍କୁ ଯୁବକମାନେ ପିଟିପିଟି ଗୁରୁତର କରିଦେଇଥିଲେ।ଏହାପରେ ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମାମଲାରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିବା ବେଳେ ବହୁ ସଂଖ୍ୟାରେ ପୁଲିସ ମୁତୟନ କରାଯାଇଛି। ତା ସହ ପୁଲିସ ୧୪ ଜଣଙ୍କୁ ଥାନାରେ ଅଟକ ରଖି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   14-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   14-Mar-2026
  ଜିଲ୍ଲା  
*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   14-Mar-2026
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026
  ଜିଲ୍ଲା  
ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   14-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026

You Might Also Like