-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୬୫ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀଓ ୬୪-ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ସଂକ୍ଷିପ୍ତ ଭୋଟର ତାଲିକା ପ୍ରକାଶିତ

05-Jan-2023



ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ  ୬୫-ସୋନପୁର ଓ ୬୪-ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର  ଚଳିତ ବର୍ଷର  ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ର ୦୧.୦୧.୨୦୨୩ସୁଦ୍ଧା ପ୍ରକାଶିତ ସବିଶେଷ ଚୂଡାନ୍ତ ଯୋଗ୍ୟ ଭୋଟର ତାଲିକା କୁ ବିଭିନ୍ନ ରାଜନୈତିକ ଦଳ ର ପ୍ରତିନିଧିଙ୍କୁ ହସ୍ତାନ୍ତର କରିଛନ୍ତି l ଜିଲ୍ଲା ନିର୍ବାଚନ ବିଭାଗ ତରଫରୁ ଜିଲ୍ଲାର ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କୁ ଉଭୟ ନିର୍ବାଚନ ମଣ୍ଡଳୀର ତାଲିକା ହାର୍ଡ କପି ଓ ସଫ୍ଟ କପି ଜରିଆରେ ହସ୍ତାନ୍ତର କରାଯାଇଛି l ଚଳିତ ବର୍ଷ ୦୧.୦୧.୨୩ ସୁଦ୍ଧା ଜିଲ୍ଲାର ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ ରେ ୪୯୪୯ ଓ  ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ୩୮୬୮ ନୂତନ ଯୋଗ୍ୟ ଭୋଟର ତାଲିକା ଭୁକ୍ତ ହୋଇଥିବା ବେଳେ ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ରୁ ୩୩୪୬ ଓ  ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ରୁ ୨୨୯୧ଜଣ ଭୋଟର ପ୍ରକାଶିତ ତାଲିକାରୁ ବାଦ ପଡିଛନ୍ତି  l ସଦ୍ୟ ପ୍ରକାଶିତ ଚୂଡାନ୍ତ ଭୋଟର ତାଲିକା ଅନୁଯାୟୀ ତା ୧.୧.୨୩ସୁଦ୍ଧା ଜିଲ୍ଲାରେ ସର୍ବମୋଟ ୪,୫୭.୫୧୮ ଜଣ ଯୋଗ୍ୟ ଭୋଟର ରହିଥିବାବେଳେ ୬୪-ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ୨,୧୨.୩୩୦  ଜଣ ଓ ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨,୪୫,୧୮୮ ଜଣ ଭୋଟର ରହିଛନ୍ତି| ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲା  ନିର୍ବାଚନ ଅଧିକାରୀ,  ସୁବର୍ଣ୍ଣପୁର ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ,  ନିର୍ବାଚନ ଅଧିକାରୀ ଯଶସ୍ବିନୀ ପୃଥାଲ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଉପସ୍ଥିତ ରହିଥିବାବେଳେ ବିଜୁ ଜନତା ଦଳ ତରଫରୁ ଜିଲ୍ଳା ପ୍ରତିନିଧି ଜନ୍ମେଜୟ ପାତ୍ର, ଭାରତୀୟ ଜନତା ପାର୍ଟି ଜିଲ୍ଲା ପ୍ରତିନିଧି ସୁଶାନ୍ତ କୁମାର ସାହୁ, ଭାରତୀୟ ଜାତୀୟ କଂଗ୍ରେସ, ଜିଲ୍ଲା ପ୍ରତିନିଧି  ସୁଧୀର ପଣ୍ଡା,ଏସ ୟୁ ସି ଆଇ ଜିଲ୍ଳା ପ୍ରତିନିଧି ଗୋବିନ୍ଦ ମହାରଣା ଯୋଗଦାନ କରି ସଦ୍ୟ ପ୍ରକାଶିତ ଚୂଡାନ୍ତ ଯୋଗ୍ୟ ଭୋଟର ତାଲିକା ଗୁଡିକୁ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like